Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

କେନ୍ଦ୍ରମନ୍ତ୍ରୀଙ୍କୁ ବିଜେଡିର ଟାର୍ଗେଟ

ଭୁବନେଶ୍ବର: ମହିଳାଙ୍କ ବିରୋଧରେ ହିଂସା ପ୍ରସଙ୍ଗରେ କେନ୍ଦ୍ର ମନ୍ତ୍ରୀଙ୍କୁ ଟାର୍ଗେଟ୍ କଲା ବିଜେଡି । ଏନସିଆରବି ରିପୋର୍ଟ ସର୍ବସାଧରଣରେ ଅଛି। କିଛି ମନ୍ତବ୍ୟ ରଖିବା ଆଗରୁ କେନ୍ଦ୍ର ମନ୍ତ୍ରୀ ତଥ୍ୟ ପରଖିବାର ଥିଲା । ମହିଳାଙ୍କ ବିରୋଧରେ ସର୍ବାଧିକ ହିଂସା ଉତ୍ତରପ୍ରଦେଶରେ ହେଉଛି । ବିଜେପି ଶାସିତ ରାଜ୍ୟରେ ମହିଳାଙ୍କ ବିରୋଧରେ ହିଁସା ଅଧିକ। ବିଜେପି ଶାସିତ ରାଜ୍ୟ କ’ଣ ଅପାରଗ କି ପ୍ରଶ୍ନ କଲେ ବିଜେଡି ମୁଖପାତ୍ର ଲେନିନ୍ ମହାନ୍ତି। ଓଡ଼ିଶାକୁ ଅପମାନିତ କରୁଛି ବିଜେପି । ଏଭଳିଭାବେ ଶାଣିତ ସ୍ବରରେ କେନ୍ଦ୍ରମନ୍ତ୍ରୀଙ୍କୁ ଟାର୍ଗେଟ କରିଛନ୍ତି ବିଜେଡି ମୁଖପାତ୍ର ଲେନିନ ମହାନ୍ତି ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର ନାମ ପରିବର୍ତ୍ତନ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପ୍ରତିକ୍ରିୟା। ଏ ନେଇ ଗଣମାଧ୍ୟମରୁ ଜାଣିଲି। ବିଜୁ ବାବୁଙ୍କ ନାଁରେ ଯେଉଁ ଦୀର୍ଘ ଦିନରୁ ପୁରସ୍କାର ଦିଆଯାଉଛି,...

ବିଜିନେସ

ଭୁବନେଶ୍ଵର, ୧୮/୦୭/୨୦୨୪:ପୂର୍ବ ବର୍ଷ ପରି ପବିତ୍ର ରଥଯାତ୍ରାରେ ଭକ୍ତମାନଙ୍କ ସେବା କରିବାର ପରମ୍ପରାକୁ ବଜାୟ ରଖି ଅଗ୍ରଣୀ ଇସ୍ପାତ ନିର୍ମାତା ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି)ର ସାମାଜିକ ଶାଖା ଜେଏସପି ଫାଉଣ୍ଡେସନ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୯/୦୭: ଉତର ପଶ୍ଚିମ ଏବଂ ତତ୍‌ସଂଲଗ୍ନ ପଶ୍ଚିମ ମଧ୍ୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶୁକ୍ରବାର ଅବପାତରେ ପରିଣତ ହୋଇଥିବା ବେଳେ ଗୋପାଳପୁର ଠାରୁ ପୂର୍ବ ଦିଗରେ ଦକ୍ଷିଣ ଓଡ଼ିଶା ଓ...

ଓଡ଼ିଶା ନ୍ୟୁଜ

ପୁରୀ: ଖୋଲିଲା ରତ୍ନଭଣ୍ଡାର । ନିର୍ଦ୍ଧାରିତ ସମୟ ଦିନ ୧ଟା ୨୮ରେ ରତ୍ନଭଣ୍ଡାର ଖୋଲାଯାଇଛି। ପ୍ରଥମେ ବାହାର ରତ୍ନ ଭଣ୍ଡାର ଖୋଲାଯାଇଥିବା ସୂଚନା ମିଳିଛି।  ଆଜି କେବଳ ରତ୍ନଭଣ୍ଡାର ଯାଞ୍ଚ ହେବ।  ରତ୍ନ...