Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ପ୍ରଦେଶ କଂଗ୍ରେସ ୱାରରୁମ କମିଟି, ରାଜ୍ୟ ସଂଯୋଜକ ହେଲେ ଜିନେଶ ଦାସ

ଭୁବନେଶ୍ୱର ତା. ୧୭.୧- ପ୍ରଦେଶ କଂଗ୍ରେସ ସଭାପତି ଶ୍ରୀ ଶରତ ପଟ୍ଟନାୟକଙ୍କ ସୁପାରିଶକ୍ରମେ ଓଡ଼ିଶା ପ୍ରଭାରୀ ଡ. ଅଜୟ କୁମାର ଆସନ୍ତା ସାଧାରଣ ନିର୍ବାଚନ-୨୦୨୪ ପାଇଁ ପ୍ରଦେଶ କଂଗ୍ରେସ ୱାରରୁମ ଅଧ୍ୟକ୍ଷ ଭାବରେ ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ଅର୍ଥମନ୍ତ୍ରୀ ଶ୍ରୀ ପଂଚାନନ କାନୁନଗୋଙ୍କୁ ନିଯୁକ୍ତି ଦେଇଛନ୍ତି । କମିଟିରେ ଯୁବ ନେତା ତଥା ଦକ୍ଷ ସଂଗଠକ ଜିନେଶ ଦାସ ସ୍ଥାନ ପାଇଛନ୍ତି। ଅନେକ ସମୟରେ ସେ ଦଳ ପାଇଁ ଗଣମାଧ୍ୟମରେ ଦଳର ସ୍ୱର ଭାବରେ ଭୂମିକା ତୁଲାଇ ଆସିଛନ୍ତି। ସେହିଭଳି ଏହି କମିଟିରେ ଶ୍ରୀ ବିସ୍ମୟ ମହାପାତ୍ର, ଶ୍ରୀ ପ୍ରକାଶ ମିଶ୍ର, ଶ୍ରୀ ସଂଜୟ ତ୍ରିପାଠୀ ଓ ଶ୍ରୀ ତରୁଣକାନ୍ତ ମିଶ୍ର ସଂଯୋଜକ ଭାବେ ନିଯୁକ୍ତି ପାଇଛନ୍ତି ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର ନାମ ପରିବର୍ତ୍ତନ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପ୍ରତିକ୍ରିୟା। ଏ ନେଇ ଗଣମାଧ୍ୟମରୁ ଜାଣିଲି। ବିଜୁ ବାବୁଙ୍କ ନାଁରେ ଯେଉଁ ଦୀର୍ଘ ଦିନରୁ ପୁରସ୍କାର ଦିଆଯାଉଛି,...

ବିଜିନେସ

ଭୁବନେଶ୍ଵର, ୧୮/୦୭/୨୦୨୪:ପୂର୍ବ ବର୍ଷ ପରି ପବିତ୍ର ରଥଯାତ୍ରାରେ ଭକ୍ତମାନଙ୍କ ସେବା କରିବାର ପରମ୍ପରାକୁ ବଜାୟ ରଖି ଅଗ୍ରଣୀ ଇସ୍ପାତ ନିର୍ମାତା ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି)ର ସାମାଜିକ ଶାଖା ଜେଏସପି ଫାଉଣ୍ଡେସନ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୯/୦୭: ଉତର ପଶ୍ଚିମ ଏବଂ ତତ୍‌ସଂଲଗ୍ନ ପଶ୍ଚିମ ମଧ୍ୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶୁକ୍ରବାର ଅବପାତରେ ପରିଣତ ହୋଇଥିବା ବେଳେ ଗୋପାଳପୁର ଠାରୁ ପୂର୍ବ ଦିଗରେ ଦକ୍ଷିଣ ଓଡ଼ିଶା ଓ...

ଓଡ଼ିଶା ନ୍ୟୁଜ

ପୁରୀ: ଖୋଲିଲା ରତ୍ନଭଣ୍ଡାର । ନିର୍ଦ୍ଧାରିତ ସମୟ ଦିନ ୧ଟା ୨୮ରେ ରତ୍ନଭଣ୍ଡାର ଖୋଲାଯାଇଛି। ପ୍ରଥମେ ବାହାର ରତ୍ନ ଭଣ୍ଡାର ଖୋଲାଯାଇଥିବା ସୂଚନା ମିଳିଛି।  ଆଜି କେବଳ ରତ୍ନଭଣ୍ଡାର ଯାଞ୍ଚ ହେବ।  ରତ୍ନ...