Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ମୋହନଙ୍କୁ ଭେଟିଲେ ମନୋଜ ଓ ନିକୁଞ୍ଜ

ଭୁବନେଶ୍ୱର: ନୂତନ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା ଓ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ନିକୁଞ୍ଜ ବିହାରୀ ଧଳ ନୂତନ ଭାବେ ଦାୟିତ୍ଵ ଗ୍ରହଣ କରିବା ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ରାଜ୍ୟ ଅତିଥି ଭବନ କାର୍ଯ୍ୟାଳୟ ଠାରେ ସୌଜନ୍ୟ ମୂଳକ ସାକ୍ଷାତ କରିଛନ୍ତି।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like