Connect with us

Hi, what are you looking for?

ବିଜିନେସ

ସୋଆ ପ୍ରତିଷ୍ଠାତା ସଭାପତିଙ୍କ ସହ ଆରଏସ୍‌ଏସ୍ ଅଖିଳ ଭାରତୀୟ ସମ୍ପର୍କ ପ୍ରମୁଖଙ୍କ ସୌଜନ୍ୟମୂଳକ ସାକ୍ଷାତ

ଭୁବନେଶ୍ୱର, ୩୧/୦୭: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକଙ୍କୁ ସୋମବାର ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘ (ଆରଏସଏସ)ର ଅଖିଳ ଭାରତୀୟ ସମ୍ପର୍କ ପ୍ରମୁଖ ଶ୍ରୀଯୁକ୍ତ ରାମଲାଲ । ତାଙ୍କ ସହିତ ଆରଏସଏସର ପୂର୍ବ ଭାରତ ସମ୍ପର୍କ ପ୍ରମୁଖ ଶ୍ରୀ ବିଦ୍ୟୁତ ମୁଖାର୍ଜୀ ମଧ୍ୟ ସୋଆ ପ୍ରତିଷ୍ଠାତା ସଭାପତିଙ୍କୁ ଭେଟିଛନ୍ତି ।
ସମାଜ ଗଠନର ସାହାଯ୍ୟ କାମନା କରି ଆରଏସଏସ୍ ତରଫରୁ ଜାରୀ ରହିଥିବା ସମ୍ପର୍କ ଅଭିଯାନ ପରିପ୍ରେକ୍ଷୀରେ ସଂଘ ନେତୃବୃନ୍ଦ ସମାଜର ବିଶିଷ୍ଟ ଓ ପ୍ରତିଷ୍ଠିତ ବ୍ୟକ୍ତିମାନଙ୍କୁ ସାକ୍ଷାତ କରୁଛନ୍ତି । ପ୍ରଫେସର ନାୟକଙ୍କୁ ଶ୍ରୀଯୁକ୍ତ ରାମଲାଲ ଓ ଶ୍ରୀ ମୁଖାର୍ଜୀ ସାକ୍ଷାତ କରିବା ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ ।
ଏହି ସାକ୍ଷାତ ଆଲୋଚନା ସମୟରେ ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ପ୍ରଫେସର (ଡାକ୍ତର) ବସନ୍ତ କୁମାର ପତି ଉପସ୍ଥିତ ଥିଲେ ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଲୋକସେବା ଭବନ ଠାରେ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରର ଅଧ୍ୟକ୍ଷ ତଥା ସାଂସଦ ଶ୍ରୀ ନବୀନ ଜିନ୍ଦଲ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ...

ଓଡ଼ିଶା ନ୍ୟୁଜ

  ୟୁ-ଟୁ୍ୟବ୍‌ ଲାଇଭ୍‌ରେ ଆଲୋଚନା କଲେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା  ଆବେଦନ ଫର୍ମ ପୂରଣ ଓ ଦାଖଲ ହେବ ସଂପୂର୍ଣ୍ଣ ଦେୟମୁକ୍ତ  ଆବେଦନ ଫର୍ମ ଅଙ୍ଗନବାଡ଼ି କେନ୍ଦ୍ର, ବ୍ଲକ୍‌...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଓଡ଼ିଶାର ଗଣ ପର୍ବ ନୂଆଖାଇ ଉପଲକ୍ଷେ ସେପ୍ଟେମ୍ବର ୯ ତାରିଖକୁ ଛୁଟି ଘୋଷଣା କରିଛନ୍ତି। ସୂଚନା ଯୋଗ୍ୟ ଯେ ନୂଆଖାଇ ସେପ୍ଟେମ୍ବର ୮ ତାରିଖ ରବିବାର...

ବିଜିନେସ

ଭୁବନେଶ୍ୱର, ୨୯ ଅଗଷ୍ଟ: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ଗୁରୁବାର ଜାତୀୟ କ୍ରୀଡ଼ା ଦିବସ ପାଳିତ ହୋଇଯାଇଛି। ହକିର କିମ୍ବଦନ୍ତୀ ପୁରୁଷ ଧ୍ୟାନଚାନ୍ଦଙ୍କ ଜନ୍ମ ଦିବସକୁ ସାରା ଦେଶରେ ଜାତୀୟ କ୍ରୀଡ଼ା ଦିବସ...