Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ଆଜି ଓଡିଶା ଆସୁଛନ୍ତି ଅମିତ ଶାହା

ଭୁବନେଶ୍ୱର: ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ । ସୋନପୁର ରାମେଶ୍ବରମ ଷ୍ଟାଡିୟମରେ ଅପରାହ୍ନ ୪ଟା ୩୫ରେ କରିବେ ବିଶାଳ ନିର୍ବାଚନୀ ସଭା । ସୋନପୁରରୁ ନିର୍ବାଚନୀ ପ୍ରଚାର ଆରମ୍ଭ କରିବେ ବିଜେପିର ଅନ୍ୟତମ ଷ୍ଟାର ପ୍ରଚାରକ ଅମିତ ଶାହ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like