Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ଆସୁଛି ଲଘୁଚାପ

ଭୁବନେଶ୍ୱର: ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହା ସହିତ ମୌସୁମୀର ନିମ୍ନଚାପ ରେଖା ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି । ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ ମୌସୁମୀ ନିମ୍ନ ଚାପରେଖା ରାଜସ୍ଥାନର ଫଲୌଦୀରୁ ବାହାରି ପୁରୀ ମଧ୍ୟଦେଇ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପ ସାଗର ଯାଏଁ ଲମ୍ବିଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like