Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ଗୀତା ମେହେଟ୍ଟାଙ୍କ ପରଲୋକ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ ଭଉଣୀ ତଥା ବିଜୁ ପଟ୍ଟନାୟକଙ୍କ ଝିଅ ତଥା ବିଶିଷ୍ଟ ଲେଖକ, ଡକ୍ୟୁମେଣ୍ଟାରୀ ଚଳଚ୍ଚିତ୍ର ନିର୍ମାତା ତଥା ସାମ୍ବାଦିକ ଗୀତା ମେହେଟ୍ଟାଙ୍କ ଦିଲ୍ଲୀରେ ଆଜି ଦେହାନ୍ତ ହୋଇଛି।

ଆମେରିକାର ଜଣାଶୁଣା ପ୍ରକାଶକ ସନ୍ନି ମେହେଟ୍ଟାଙ୍କୁ ବିବାହ କରିଥିବା ଗୀତା 1943 ମସିହାରେ ଦିଲ୍ଲୀରେ ଜନ୍ମଗ୍ରହଣ କରି ଥିଲେ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

*ମଧୁବାବୁ ପେନସନ ଯୋଜନାରେ ୫୦୦ ଟଙ୍କା ବୃଦ୍ଧି *ମଧୁବାବୁ ପେନସନ ଯୋଜନାରେ ସର୍ବନିମ୍ନ ସହାୟତା ୧୦୦୦ ଟଙ୍କା* *ଚଳିତ ଫେବୃଆରୀରୁ ଲାଗୁହେବ *ଫେବ୍ରୁୟାରୀ 20 ରୁ 25 ମଧ୍ୟରେ ବର୍ଦ୍ଧିତ ପେନସନ୍ ମିଳିବ*....

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର:ରାକ୍ଷୀ ପୁର୍ଣିମା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ରାଜ୍ୟ ବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି . କୋଭିଡ କୁ ଦୃଷ୍ଟିରେ ରଖି ଗହଳି ନ କରି ଜନସାଧାରଣ ନିରାପଦ ରେ ରକ୍ଷା ବନ୍ଧନ...