Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ଦୁଇ ଶିକ୍ଷକ ପାଇବେ ରାଷ୍ଟ୍ରପତି ପୁରସ୍କାର

ଭୁବନେଶ୍ୱର: ଚଳିତ ବର୍ଷ ଜାତୀୟ ଶିକ୍ଷକ ପୁରସ୍କାର ପାଇଁ ମନୋନୀତ ହୋଇଛନ୍ତି ଓଡ଼ିଶାର ଦୁଇ ଜଣ ଶିକ୍ଷକ । କଳାହାଣ୍ଡି ଜିଲ୍ଲାର ନର୍ଲାସ୍ଥିତ ଜୟ ଦୁର୍ଗା ଉଚ୍ଚ ବିଦ୍ୟାଳୟର ଶିକ୍ଷକ ସନ୍ତୋଷ କୁମାର କର ଓ ରାୟଗଡ଼ା ଜିଲ୍ଲାର ବିଲେସୁସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟର ଶିକ୍ଷକ ଦ୍ବିତି ଚନ୍ଦ୍ର ସାହୁଙ୍କୁ ପୁରସ୍କାର ପ୍ରଦାନ କରିବେ ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ।
ମାନ୍ୟବର ରାଷ୍ଟ୍ରପତି ସେପ୍ଟେମ୍ବର ୫, ୨୦୨୪ ରେ ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନ ଠାରେ ୫୦ ଜଣ ମନୋନୀତ ପୁରସ୍କାର ବିଜେତାଙ୍କୁ ଜାତୀୟ ଶିକ୍ଷକ ପୁରସ୍କାର ୨୦୨୪ ପ୍ରଦାନ କରିବେ । ପ୍ରତ୍ୟେକ ପୁରସ୍କାରରେ ମେରିଟ୍ ସାର୍ଟିଫିକେଟ୍‌, ନଗଦ ୫୦ ହଜାର ଟଙ୍କା ଓ ରୌପ୍ୟ ପଦକ ପ୍ରଦାନ କରାଯିବ ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଆଜି ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଥିଲା । ବୈଠକରେ ତିନୋଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବରେ ମୋହର ବାଜିଛି । ତିନୋଟି ପ୍ରସ୍ତାବ ମଧ୍ୟରୁ ସରକାରୀ...

ଓଡ଼ିଶା ନ୍ୟୁଜ

ରାଜ୍ୟର କୋଣ ଅନୁକୋଣରେ ‘ସୁଭଦ୍ରା’ ପାଇଁ ଉତ୍ସାହ ବଢିଚାଲିଛି  #subhadra, #gharegharesubhadra ହେଉଛି ଭାଇରାଲ  ସମଗ୍ର ରାଜ୍ୟରେ ଆଜି ସୁଦ୍ଧା ୪୫ ଲକ୍ଷ ଫର୍ମ ହେଲାଣି ପଞ୍ଜିକରଣ  ‘ଘରେ...

ଓଡ଼ିଶା ନ୍ୟୁଜ

   ସୁଭଦ୍ରା ଯୋଜନାର କ୍ରିୟାନ୍ୱୟନର ବଡ଼ ଦାୟିତ୍ୱ ପ୍ରଭାତୀଙ୍କ ମହିଳା ଓ ଶିଶୁ କଲ୍ୟାଣ ବିଭାଗ ହାତରେ  ସୁଭଦ୍ରାକୁ ନେଇ ନିମାପଡାରେ ପ୍ରବଳ ଉତ୍ସାହ ଓ ଉଦ୍ଦୀପନା  ପ୍ରଭାତୀଙ୍କୁ...