Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ଗସ୍ତ ଜାତୀୟ ରାଜପଥ ସମୀକ୍ଷା ବୈଠକରେ ଯୋଗ ଦେବେ

ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ସନ୍ଧ୍ୟାରେ ଦିଲ୍ଲୀ ଗସ୍ତରେ ଯାଇଛନ୍ତି। ଆସନ୍ତାକାଲି ସେ ପୂର୍ବାହ୍ନରେ ସଡ଼କ ପରିବହନ ଓ ଜାତୀୟ ରାଜପଥ ମନ୍ତ୍ରାଳୟ ଦ୍ବାରା ଆୟୋଜିତ ଜାତୀୟ ରାଜପଥ ନିର୍ମାଣ ସମୀକ୍ଷା ବୈଠକରେ ଯୋଗ ଦେବେ।ମୁଖ୍ୟମନ୍ତ୍ରୀ ଅଗଷ୍ଟ ୧୪ ତାରିଖ ପୂର୍ବାହ୍ନରେ ଭୁବନେଶ୍ୱର ଫେରିବେ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ରାଜ୍ୟର କୋଣ ଅନୁକୋଣରେ ‘ସୁଭଦ୍ରା’ ପାଇଁ ଉତ୍ସାହ ବଢିଚାଲିଛି  #subhadra, #gharegharesubhadra ହେଉଛି ଭାଇରାଲ  ସମଗ୍ର ରାଜ୍ୟରେ ଆଜି ସୁଦ୍ଧା ୪୫ ଲକ୍ଷ ଫର୍ମ ହେଲାଣି ପଞ୍ଜିକରଣ  ‘ଘରେ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଆଜି ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଥିଲା । ବୈଠକରେ ତିନୋଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବରେ ମୋହର ବାଜିଛି । ତିନୋଟି ପ୍ରସ୍ତାବ ମଧ୍ୟରୁ ସରକାରୀ...

ଓଡ଼ିଶା ନ୍ୟୁଜ

   ସୁଭଦ୍ରା ଯୋଜନାର କ୍ରିୟାନ୍ୱୟନର ବଡ଼ ଦାୟିତ୍ୱ ପ୍ରଭାତୀଙ୍କ ମହିଳା ଓ ଶିଶୁ କଲ୍ୟାଣ ବିଭାଗ ହାତରେ  ସୁଭଦ୍ରାକୁ ନେଇ ନିମାପଡାରେ ପ୍ରବଳ ଉତ୍ସାହ ଓ ଉଦ୍ଦୀପନା  ପ୍ରଭାତୀଙ୍କୁ...

ଅନ୍ଯାନ୍ଯ

Bhubaneswar: The Metal Conclave 2024, held in Bhubaneswar, brought together industry leaders, policymakers, and experts for a day of insightful discussions on the future...