Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ 3 ପ୍ରତିଶତ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ତିନି ପ୍ରତିଶତ ବୃଦ୍ଧି ବିଷୟ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୦ ପ୍ରତିଶତରୁ ୫୩ ପ୍ରତିଶତକୁ ବୃଦ୍ଧି ପାଇଲା। ଏହା ଜୁଲାଇ ପହିଲା ୨୦୨୪ରୁ ପିଚ୍ଛିଲା ଭାବରେ ଲାଗୁ ହେବ। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଅକ୍ଟୋବର ମାସ ଦରମାରେ ନଗଦ ଆକାରରେ ମିଳିବ ।

ଏହା ସହିତ ପେନ୍‌ସନଭୋଗୀ ମାନଙ୍କ ଟି.ଆଇ ରେ ମଧ୍ୟ ତିନି ପ୍ରତିଶତ ବୃଦ୍ଧି କରାଯାଇଛି। ସେମାନେ ମଧ୍ୟ ଅନୁରୂପ ଭାବେ ଅକ୍ଟୋବର ମାସ ପେନ୍‌ସନରେ ଏହି ବର୍ଦ୍ଧିତ ଟି.ଆଇ ପାଇବେ। ଏହା ଦ୍ୱାରା ପ୍ରାୟ ସାଢେ ସାତ ଲକ୍ଷ ସରକାରୀ କର୍ମଚାରୀ ଓ ପେନ୍‌ସନଭୋଗୀ ଉପକୃତ ହେବେ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର , ଅକ୍ଟୋବର ୧୫ : କୃଷି କ୍ଷେତ୍ରରେ ଜ୍ଞାନ ଆହରଣ ଏବଂ କୃଷକମାନଙ୍କୁ ସହଜରେ କୃଷି ସମ୍ପର୍କିତ ତଥ୍ୟ ପ୍ରଦାନ କରିବା କ୍ଷେତ୍ରରେ ମିଳିତ ଭାବେ କାର୍ଯ୍ୟ କରିବା ନିମନ୍ତେ ଶିକ୍ଷା...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର , ଅକ୍ଟୋବର ୨୧ : ଓଡ଼ିଶା ପ୍ରଶାସନିକ ସେବା ୨୦୨୨ର ପରୀକ୍ଷାଫଳ ନିକଟରେ ପ୍ରକାଶିତ ହୋଇଥିବା ବେଳେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍‌ଚରାଲ୍ ସାଇନ୍‌ସେସ୍ (ଆଇଏଏସ)ର...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ଅକ୍ଟୋବର ୨୧: ପ୍ଲିୟୁରୋପଲ୍‌ମୋନାରୀ (ଶ୍ୱାସ ଜନିତ) ସମସ୍ୟାର ପରୀକ୍ଷଣ ଏବଂ ଏହାର ଚିକିତ୍ସା ନିମନ୍ତେ ପଲ୍‌ମୋନାରୀ ମେଡିସିନ୍ କ୍ଷେତ୍ରରେ ମେଡିକାଲ୍ ଥୋରାକୋସ୍କୋପିର ବ୍ୟବହାର ଉପରେ ସ୍ଥାନୀୟ ସମ ଅଲ୍ଟିମେଟ ମେଡିକେୟାର ପକ୍ଷରୁ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ଵର: ଲୋକଙ୍କ ମୁଖ୍ୟମନ୍ତ୍ରୀଙ୍କ ଲୋକଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ଆଜି ଥିଲା ପଞ୍ଚମ ପାଳି। ଆଜି ଏହି କାର୍ଯ୍ୟକ୍ରମରେ ଏକ ନିଆରା ମାନବିକତା ପଣ ଦେଖାଇଥିଲେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ।...