Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ମୃତ୍ୟୁରେ ଲାଗୁନି ବ୍ରେକ, ୯ ଦିନରେ କରୋନା ନେଲା ୧୪୪ ମୁଣ୍ଡ

ଭୁବନେଶ୍ୱର: କରୋନା ମୃତ୍ୟୁରେ ଲାଗୁନି ବ୍ରେକ।  କରୋନାରେ   ଆଜି ୨୨ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି।  ୯ ଦିନରେ ୧୪୪ଜଣଙ୍କର  ମୃତ୍ୟୁ ହୋଇଛି। ଦେଖନ୍ତୁ କେଉଁ ଦିନ କେତେ।

ଦିନ          ମୃତ୍ୟୁ ସଂଖ୍ୟା

ଫେବୃୟାରୀ ୧  – 17

ଫେବୃୟାରୀ ୨ – ୧୯

ଫେବୃୟାରୀ ୩ –   ୦

ଫେବ୍ରୁୟାରୀ ୪ –   ୦

ଫେବୃୟାରୀ ୫ – ୨୨

ଫେବୃୟାରୀ ୬ – ୨୩

ଫେବୃୟାରୀ ୭- ୨୦

ଫେବୃୟାରୀ ୮- ୨୧

ଫେବୃୟାରୀ ୯- 22

ଆଜି ୨୨ଜଣ ମୃତକଙ୍କ ମଧ୍ୟରେ ଭୁବନେଶ୍ୱରରୁ ୧୪ଜଣ ରହିଥିବା ବେଳେ ଅନୁଗୁଳ ଜିଲ୍ଲାରୁ ୨ଜଣ ରହିଛନ୍ତି । ସେହିପରି ସୁନ୍ଦରଗଡ଼, ମୟୁରଭଞ୍ଜ, କନ୍ଧମାଳ, ଜଗତସିଂହପୁର, ଢେଙ୍କାନାଳ, ବଲାଙ୍ଗୀର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଆଜିର ମୃତ୍ୟୁ ସଂଖ୍ୟାକୁ ମିଶାଇଲେ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୭୯୭କୁ ବୃଦ୍ଧି ପାଇଛି ।କରୋନା ସଂକ୍ରମିତଙ୍କ ସଂଖ୍ୟା କମିଛି କିନ୍ତୁ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି।  ଏପଟେ ଆଜି ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୭୧୨ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଛନ୍ତି।  ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

 

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ଅକ୍ଟୋବର ୧୦: ସ୍ତନ କର୍କଟ ରୋଗୀଙ୍କ ନିମନ୍ତେ ଅତ୍ୟାଧୁନିକ ଓ ପ୍ରଭାବଶାଳୀ ଚିିକିତ୍ସା ଇନ୍‌ଟରଷ୍ଟିସିଆଲ୍ ଇମ୍‌ପ୍ଲାଂଟ ବ୍ରାକିଥେରାପି ଏବେ ସ୍ଥାନୀୟ ସମ୍ ଅଲ୍ଟିମେଟ ମେଡିକେୟାରରେ ଉପଲବ୍ଧ । ଇନ୍‌ଟରଷ୍ଟିସିଆଲ୍ ବ୍ରାକିଥେରାପି ଏକ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ଅକ୍ଟୋବର ୧୦ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍‌ସେସ ଆଣ୍ଡ ସମ୍ ହସ୍ପିଟାଲ (ଫୁଲନଖରା କ୍ୟାମ୍ପସ) ପରେ ଅକ୍ଟୋବର ୯ ତାରିଖରେ ବିଶ୍ୱ ମାନସିକ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର , ଅକ୍ଟୋବର ୧୫ : କୃଷି କ୍ଷେତ୍ରରେ ଜ୍ଞାନ ଆହରଣ ଏବଂ କୃଷକମାନଙ୍କୁ ସହଜରେ କୃଷି ସମ୍ପର୍କିତ ତଥ୍ୟ ପ୍ରଦାନ କରିବା କ୍ଷେତ୍ରରେ ମିଳିତ ଭାବେ କାର୍ଯ୍ୟ କରିବା ନିମନ୍ତେ ଶିକ୍ଷା...