Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ମୃତ୍ୟୁରେ ଲାଗୁନି ବ୍ରେକ, ୯ ଦିନରେ କରୋନା ନେଲା ୧୪୪ ମୁଣ୍ଡ

ଭୁବନେଶ୍ୱର: କରୋନା ମୃତ୍ୟୁରେ ଲାଗୁନି ବ୍ରେକ।  କରୋନାରେ   ଆଜି ୨୨ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି।  ୯ ଦିନରେ ୧୪୪ଜଣଙ୍କର  ମୃତ୍ୟୁ ହୋଇଛି। ଦେଖନ୍ତୁ କେଉଁ ଦିନ କେତେ।

ଦିନ          ମୃତ୍ୟୁ ସଂଖ୍ୟା

ଫେବୃୟାରୀ ୧  – 17

ଫେବୃୟାରୀ ୨ – ୧୯

ଫେବୃୟାରୀ ୩ –   ୦

ଫେବ୍ରୁୟାରୀ ୪ –   ୦

ଫେବୃୟାରୀ ୫ – ୨୨

ଫେବୃୟାରୀ ୬ – ୨୩

ଫେବୃୟାରୀ ୭- ୨୦

ଫେବୃୟାରୀ ୮- ୨୧

ଫେବୃୟାରୀ ୯- 22

ଆଜି ୨୨ଜଣ ମୃତକଙ୍କ ମଧ୍ୟରେ ଭୁବନେଶ୍ୱରରୁ ୧୪ଜଣ ରହିଥିବା ବେଳେ ଅନୁଗୁଳ ଜିଲ୍ଲାରୁ ୨ଜଣ ରହିଛନ୍ତି । ସେହିପରି ସୁନ୍ଦରଗଡ଼, ମୟୁରଭଞ୍ଜ, କନ୍ଧମାଳ, ଜଗତସିଂହପୁର, ଢେଙ୍କାନାଳ, ବଲାଙ୍ଗୀର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଆଜିର ମୃତ୍ୟୁ ସଂଖ୍ୟାକୁ ମିଶାଇଲେ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୭୯୭କୁ ବୃଦ୍ଧି ପାଇଛି ।କରୋନା ସଂକ୍ରମିତଙ୍କ ସଂଖ୍ୟା କମିଛି କିନ୍ତୁ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି।  ଏପଟେ ଆଜି ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୭୧୨ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଛନ୍ତି।  ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

 

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ବର: କୁଲତା ସମାଜର ଲୋକମାନଙ୍କ ସୁବିଧା ପାଇଁ ପୁରୀରେ ଏକ ଧର୍ମଶାଳା ନିର୍ମାଣ କରିବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏକ ଏକର ଜମି ମଞ୍ଜୁର କରିଛନ୍ତି। ପୁରୀର ସୁନାମୁହିଁ ମଉଜାରେ ଏହି...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର:  କ୍ୟାବିନେଟ ରେ 12 ବିଭାଗର 17 ଟି ପ୍ରସ୍ତାବ ପାରିତ। ଏ ନେଇ ଗୃହକୁ ଅବଗତି କଲେ ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲିକ।     ଗତକାଲି ତା.୨୯.୧୧.୨୦୨୨ ସଂଧ୍ୟାରେ ମାନ୍ୟବର ମୁଖ୍ୟମନ୍ତ୍ରୀ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ଶୀତ ପଡିବା ଆରମ୍ଭ ହୋଇଗଲାଣି। କୋରାପୁଟ, କନ୍ଧମାଳ ଆଦି ଆଭ୍ୟନ୍ତରୀଣ ଅଞ୍ଚଳରେ ତାପମାତ୍ରରେ ବିଶେଷ ହ୍ରାସ ଘଟିବା ସହିତ ଆଗାମୀ ଦିନରେ ଶୀତର ପ୍ରକୋପ ଆହୁରି ବୃଦ୍ଧି...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର:  ଦେଶର ପଞ୍ଚଦଶ ରାଷ୍ଟ୍ରପତି ଭାବେ ଆଜି ଶପଥ ନେଇଛନ୍ତି ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ।  ଆଜି ସଂସଦ ଭବନ ସେଣ୍ଟ୍ରାଲ୍ ହଲ୍‌ରେ ଆୟୋଜିତ ସ୍ୱତନ୍ତ୍ର ଉତ୍ସବରେ ନବନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ...