Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

କାଲି ଚତୁର୍ଥ ପର୍ଯ୍ୟାୟ ଭୋଟ, ସମ୍ବେଦନଶୀଳ ବୁଥ ଉପରେ ନଜର

ଭୁବନେଶ୍ୱର:    ପଞ୍ଚାୟତ ନିର୍ବାଚନ ଲାଗି। କାଲି  ଚତୁର୍ଥ ପର୍ଯ୍ୟାୟ  ଭୋଟ। ୨୭ଟି ଜିଲ୍ଲାରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ ।  ୧୭,୦୮୯ ବୁଥ୍‌ରେ ମତଦାନ ହେବ । ୧୬୩ଟି ଜିଲ୍ଲା ପରିଷଦ ଜୋନ୍‌ ପାଇଁ ମତଦାନ ଅନୁଷ୍ଠିତ ହେବ । ୧୨୫୪ଟି ପଞ୍ଚାୟତର ୧୭,୦୮୯ ବୁଥ୍‌ରେ ହେବ ମତଦାନ । ଏଥିମଧ୍ୟରୁ ୨୫୬୩ ବୁଥ୍‌ ସମ୍ବେଦନଶୀଳ ଚିହ୍ନଟ ହୋଇଛି । ମଇଦାନରେ ୬୬୭ ଜିଲ୍ଲା ପରିଷଦ ପ୍ରାର୍ଥୀ ଅବତୀର୍ଣ୍ଣ ହୋଇଛନ୍ତି ।

ଝରୁସୁଗୁଡା, ବୌଦ୍ଧ, ଦେବଗଡ଼ରେ ସାରିଯାଇଛି ନିର୍ବାଚନ । ଭଦ୍ରକ ଏବଂ ରାୟଗଡାରେ ରିପୋଲିଂ ନେଇ ପ୍ରସ୍ତାବ ଆସିଛି ।

 

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର ନାମ ପରିବର୍ତ୍ତନ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପ୍ରତିକ୍ରିୟା। ଏ ନେଇ ଗଣମାଧ୍ୟମରୁ ଜାଣିଲି। ବିଜୁ ବାବୁଙ୍କ ନାଁରେ ଯେଉଁ ଦୀର୍ଘ ଦିନରୁ ପୁରସ୍କାର ଦିଆଯାଉଛି,...

ବିଜିନେସ

ଭୁବନେଶ୍ଵର, ୧୮/୦୭/୨୦୨୪:ପୂର୍ବ ବର୍ଷ ପରି ପବିତ୍ର ରଥଯାତ୍ରାରେ ଭକ୍ତମାନଙ୍କ ସେବା କରିବାର ପରମ୍ପରାକୁ ବଜାୟ ରଖି ଅଗ୍ରଣୀ ଇସ୍ପାତ ନିର୍ମାତା ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି)ର ସାମାଜିକ ଶାଖା ଜେଏସପି ଫାଉଣ୍ଡେସନ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୯/୦୭: ଉତର ପଶ୍ଚିମ ଏବଂ ତତ୍‌ସଂଲଗ୍ନ ପଶ୍ଚିମ ମଧ୍ୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶୁକ୍ରବାର ଅବପାତରେ ପରିଣତ ହୋଇଥିବା ବେଳେ ଗୋପାଳପୁର ଠାରୁ ପୂର୍ବ ଦିଗରେ ଦକ୍ଷିଣ ଓଡ଼ିଶା ଓ...

ଅପରାଧ

କୃଷି ହିଁ ମନୁଷ୍ୟକୁ ରୋଜଗାରକ୍ଷମ କରାଇପାରିବ ଏବଂ ଜୀବିକା ପାଇଁ ଭିଟାମାଟି ଛାଡ଼ିବାକୁ ପଡ଼ିବ ନାହିଁ ବୋଲି କହିଛନ୍ତି ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକବର୍ଦ୍ଧନ ସିଂହଦେଓ । ଶିକ୍ଷା ଓ ଅନୁସନ୍ଧାନ (ସୋଆ)...