Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ସୁଧୁରିବ ଟ୍ରାଫିକ ସମସ୍ୟା, ସହର ବୁଲିଲେ 5ଟି ସଚିବ

ଭୁବନେଶ୍ୱର: ଭୁବନେଶ୍ୱର ର ଲୋକସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଛି. ଗାଡ଼ି ମୋଟର ସଂଖ୍ୟା ରେ ମଧ୍ୟ୍ୟ ବୃଦ୍ଧି ଘଟୁଛି . ଏହା ଦ୍ୱାରା Traffic ନିୟନ୍ତ୍ରଣ ଏକ ମୁଖ୍ୟ ସମସ୍ୟା ହୋଇଛି .

ଭୁବନେଶ୍ୱର ଟ୍ରାଫିକ ବ୍ୟବସ୍ଥା ରେ ଉନ୍ନତି ଆଣିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଙ୍କ ନିର୍ଦେଶ ରେ ରେ 5ଟ ସଚିବ ଶ୍ରୀ ଭିକେ ପାଣ୍ଡିଆନ ଆଜି ବଡି ଭୋର ରୁ ଶିଶୁ ଭବନ ଚ୍ଛକ , ରବି ଟକିଜ ଛକ କଳ୍ପନା ଚ୍ଛକ, ବେହେରା ସାହି ଛକ . ରସୁଲଗଡ ଚ୍ଛକ, ଓ଼ ଆଇଗିଣିଆ ଚ୍ଛକ ଆଦି ବୁଲି ଦେଖିବା ସହ ସ୍ଥିତି ଅନୁଧ୍ୟାନ କରିଥିଲେ ଓ ପ୍ରଶାସନ ଏବଂ ପୋଲିସ ର ବରିଷ୍ଠ ଅଧିକାରୀଙ୍କ ସହ ଟ୍ରାଫିକ ବ୍ୟବସ୍ଥା ରେ ଉନ୍ନତି ସମ୍ପର୍କରେ ଆଲୋଚନା କରିଥିଲେ .

ଏହି ପରିଦର୍ଶନ ସମୟ ରେ ପୋଲିସ କମିଶନର ଶ୍ରୀ ଏସ ପ୍ରିୟଦର୍ଶୀ. ପୂର୍ତ ସଚିବ ଶ୍ରୀ ଭି ଭି ଯାଦବ, BMC କମିଶନର ଶ୍ରୀ କୁଳାଙ୍ଗେ ପ୍ରମୁଖ ଉପସ୍ଥିତ ଥିଲେ.

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ବିଜିନେସ

ଭୁବନେଶ୍ୱର, ସେପ୍ଟେମ୍ବର ୨: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନସେସ୍ ଆଣ୍ଡ ସମ୍ ହସ୍ପିଟାଲ ର ଡାଇବେଟିସ୍ ଓ ଏଣ୍ଡୋକ୍ରିନୋଲଜି ବିଭାଗକୁ ଅଭିନବ ଗବେଷଣା ନିମନ୍ତେ ନିକଟରେ...