Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ବଢିଲା ବିପଦ, କରୋନା ସଂକ୍ରମଣ 3ହଜାର ମୁହାଁ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ 3ହଜାର ମୁହାଁ। ଆଜି ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ 68ହଜାର 970 ଜଣଙ୍କର ଟେଷ୍ଟ ହୋଇଥିବା ବେଳେ ୨୭୦୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୪୦୯ ଜଣ ରହିଛନ୍ତି ।ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୯୨୬ ଜଣ, ସୁନ୍ଦରଗଡ଼ରୁ ୪୫୪ ଜଣ, କଟକରୁ ୧୯୧ ଜଣ, ସମ୍ବଲପୁରରୁ ୧୭୯ ଜଣ, ଝାରସୁଗୁଡ଼ାରୁ ୧୦୬ ଜଣ, ଯାଜପୁରରୁ ୭୮ ଜଣ, ବରଗଡ଼ରୁ ୭୫ ଜଣ, ବାଲେଶ୍ବରରୁ ୭୩ ଜଣ, ପୁରୀରୁ ୫୪ ଜଣ, ବଲାଙ୍ଗୀରରୁ ୫୪ ଜଣ, ମୟୂରଭଞ୍ଜରୁ ୪୨ ଜଣ, ଦେବଗଡ଼ରୁ ୩୭ ଜଣ, କେନ୍ଦୁଝରରୁ ୩୩ ଜଣ,ନବରଙ୍ଗପୁରରୁ ୨୯ ଜଣ, ଗଞ୍ଜାମରୁ ୨୭ ଜଣ, ରାୟଗଡ଼ାରୁ ୨୨ ଜଣ, କୋରାପୁଟରୁ ୧୯ ଜଣ, ଜଗତସିଂହପୁର ଓ କଳାହାଣ୍ଡିରୁ ୧୩ ଜଣ ଲେଖାଏଁ, ନୂଆପଡ଼ା ଓ ସୋନପୁରରୁ ୧୦ ଜଣ ଲେଖାଁଏ,ଗଜପତିରୁ ୯ ଜଣ, ଅନୁଗୁଳ ଓ ବୌଦ୍ଧ ଜିଲ୍ଲାରୁ ୭ ଜଣ ଲେଖାଁଏ, ନୟାଗଡ଼ ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୬ ଜଣ ଲେଖାଁଏ, ଭଦ୍ରକରୁ ୫ ଜଣ, ଢ଼େଙ୍କାନାଳ ଓ କନ୍ଧମାଳ ଜିଲ୍ଲାରୁ ୩ ଜଣ ଲେଖାଁଏ, ମାଲକାନଗିରିରୁ ଜଣେ ଏବଂ ଷ୍ଟେଟ୍ ପୁଲ୍‌ରୁ ୨୧୧ ଜଣ ରହିଛନ୍ତି ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଲୋକସେବା ଭବନ ଠାରେ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରର ଅଧ୍ୟକ୍ଷ ତଥା ସାଂସଦ ଶ୍ରୀ ନବୀନ ଜିନ୍ଦଲ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ...

ଓଡ଼ିଶା ନ୍ୟୁଜ

  ୟୁ-ଟୁ୍ୟବ୍‌ ଲାଇଭ୍‌ରେ ଆଲୋଚନା କଲେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା  ଆବେଦନ ଫର୍ମ ପୂରଣ ଓ ଦାଖଲ ହେବ ସଂପୂର୍ଣ୍ଣ ଦେୟମୁକ୍ତ  ଆବେଦନ ଫର୍ମ ଅଙ୍ଗନବାଡ଼ି କେନ୍ଦ୍ର, ବ୍ଲକ୍‌...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଓଡ଼ିଶାର ଗଣ ପର୍ବ ନୂଆଖାଇ ଉପଲକ୍ଷେ ସେପ୍ଟେମ୍ବର ୯ ତାରିଖକୁ ଛୁଟି ଘୋଷଣା କରିଛନ୍ତି। ସୂଚନା ଯୋଗ୍ୟ ଯେ ନୂଆଖାଇ ସେପ୍ଟେମ୍ବର ୮ ତାରିଖ ରବିବାର...

ବିଜିନେସ

ଭୁବନେଶ୍ୱର, ୨୯ ଅଗଷ୍ଟ: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ଗୁରୁବାର ଜାତୀୟ କ୍ରୀଡ଼ା ଦିବସ ପାଳିତ ହୋଇଯାଇଛି। ହକିର କିମ୍ବଦନ୍ତୀ ପୁରୁଷ ଧ୍ୟାନଚାନ୍ଦଙ୍କ ଜନ୍ମ ଦିବସକୁ ସାରା ଦେଶରେ ଜାତୀୟ କ୍ରୀଡ଼ା ଦିବସ...