Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

କାଲି ଘୋଷଣା ହେବ ପଂଚାୟତ ନିର୍ବାଚନ ତାରିଖ

ଭୁବନେଶ୍ବର: ଆସନ୍ତାକାଲି ଘୋଷଣା ହେବ ପଂଚାୟତ ନିର୍ବାଚନ ତାରିଖ। ଆସନ୍ତା କାଲି ସାଢେ 11ଟା ରେ ଘୋଷଣା କରିବେ ରାଜ୍ୟ ନିର୍ବାଚନ କମିଶନ। ସେଥିପାଇଁ ଆଜି ରାଜ୍ୟ ନିର୍ବାଚନ କମିଶନ ପୂର୍ବାହ୍ନରେ ସର୍ବଦଲୀୟ ବୈଠକ ସାରିଥିବା ବେଳେ ଅପରାହ୍ନ ରେ ରାଜ୍ୟପାଳଙ୍କୁ ଭେଟିଛନ୍ତି। ଏହା ସହିତ ସନ୍ଧ୍ୟାରେ ରାଜ୍ୟରେ ଆଇନ ଶୃଙ୍ଖଳା ଅବସ୍ଥା ଏବଂ କୋଭିଡ ନିୟମ କିଭଳି ଅନୁପାଳନ କରୁଛନ୍ତି ସେ ସ୍ଥିତିର ସମୀକ୍ଷା କରିଛନ୍ତି ରାଜ୍ୟ ନିର୍ବାଚନ କମିଶନ। ସବୁ ପ୍ରକ୍ରିୟା ଶେଷ ହୋଇଥିବାରୁ ଆସନ୍ତା କାଲି ପଂଚୟତ ନିର୍ବାଚନ ତାରିଖ ଘୋଷଣା କରିବେ ରାଜ୍ୟ ନିର୍ବାଚନ କମିଶନ।

ଆଜି ସକାଳେ ପାଞ୍ଚିୟତ ନିର୍ବଚନ ନେଇ ବସିଥିଲା ସର୍ବଦଳୀୟ ବୈଠକ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଲୋକସେବା ଭବନ ଠାରେ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରର ଅଧ୍ୟକ୍ଷ ତଥା ସାଂସଦ ଶ୍ରୀ ନବୀନ ଜିନ୍ଦଲ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ...

ଓଡ଼ିଶା ନ୍ୟୁଜ

  ୟୁ-ଟୁ୍ୟବ୍‌ ଲାଇଭ୍‌ରେ ଆଲୋଚନା କଲେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା  ଆବେଦନ ଫର୍ମ ପୂରଣ ଓ ଦାଖଲ ହେବ ସଂପୂର୍ଣ୍ଣ ଦେୟମୁକ୍ତ  ଆବେଦନ ଫର୍ମ ଅଙ୍ଗନବାଡ଼ି କେନ୍ଦ୍ର, ବ୍ଲକ୍‌...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଓଡ଼ିଶାର ଗଣ ପର୍ବ ନୂଆଖାଇ ଉପଲକ୍ଷେ ସେପ୍ଟେମ୍ବର ୯ ତାରିଖକୁ ଛୁଟି ଘୋଷଣା କରିଛନ୍ତି। ସୂଚନା ଯୋଗ୍ୟ ଯେ ନୂଆଖାଇ ସେପ୍ଟେମ୍ବର ୮ ତାରିଖ ରବିବାର...

ବିଜିନେସ

ଭୁବନେଶ୍ୱର, ୨୯ ଅଗଷ୍ଟ: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ଗୁରୁବାର ଜାତୀୟ କ୍ରୀଡ଼ା ଦିବସ ପାଳିତ ହୋଇଯାଇଛି। ହକିର କିମ୍ବଦନ୍ତୀ ପୁରୁଷ ଧ୍ୟାନଚାନ୍ଦଙ୍କ ଜନ୍ମ ଦିବସକୁ ସାରା ଦେଶରେ ଜାତୀୟ କ୍ରୀଡ଼ା ଦିବସ...