Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ଚାପରେ କ୍ୟାପିଟାଲ ହସ୍ପିଟାଲ, 30 ପିଜେଟିଭ

ଭୁବନେଶ୍ୱର: ଚାପରେ ଚାଲିଛି କ୍ୟାପିଟାଲ ହସ୍ପିଟାଲ । ତୃତୀୟ ଲହରରେ ପଜିଟିଭ ହେଲେଣି ହସ୍ପିଟାଲର 30 କର୍ମଚାରୀ । ସେମାନଙ୍କ ମଧ୍ୟରେ ଅଛନ୍ତି 10 ଡାକ୍ତର ଓ 20 ପାରା ମେଡ଼ିକାଲ କର୍ମଚାରୀ । ଏଣୁ ଏବେ କମ କର୍ମଚାରୀରେ ରୋଗୀ ସେବା ଜାରି ରଖିଛନ୍ତି ହସ୍ପିଟାଲ କର୍ତ୍ତୃପକ୍ଷ । ଯେଉଁଠି ପୂର୍ବରୁ 3 ଜଣ କାମ କରୁଥିଲେ, ଏବେ ଜଣେ କାମ କରୁଛନ୍ତି । ହସ୍ପିଟାଲରେ କୋଭିଡ ଟ୍ରିଟମେଣ୍ଟ ପ୍ରୋଟୋକାଲ ନେଇ ସରକାରଙ୍କ ନୂଆ ନିର୍ଦେଶ ଆସିଛି । ଏହା ଅନୁଯାୟୀ ଆମେ କାମ କରୁଛୁ ।
କ୍ୟାପିଟାଲ ହସ୍ପିଟାଲରେ ଏବେ ରୋଗୀଙ୍କ ଚିକିତ୍ସା ଲାଗି ହସ୍ପିଟାଲ ପରିସରରେ ସିଙ୍ଗଲ ୱଣ୍ଡୋ ଟ୍ରିଟମେଣ୍ଟ ବ୍ୟବସ୍ଥା କରଯାଇଛି । ସେଠାରେ ରୋଗୀମାନେ ଟିକେଟ କାଟିବା ଠୁ ଆରମ୍ଭ କରି ଚିକିତ୍ସା ଯାଏ ସବୁ ସୁବିଧା ପାଇପାରିବେ ।
କ୍ୟାପିଟାଲ ହସ୍ପିଟାଲ ଡେପୁଟି ସୁପରିଟେଣ୍ଡାଣ୍ଟ ସୂଚନା ଦେଇଛନ୍ତି।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ଅକ୍ଟୋବର ୧୦: ସ୍ତନ କର୍କଟ ରୋଗୀଙ୍କ ନିମନ୍ତେ ଅତ୍ୟାଧୁନିକ ଓ ପ୍ରଭାବଶାଳୀ ଚିିକିତ୍ସା ଇନ୍‌ଟରଷ୍ଟିସିଆଲ୍ ଇମ୍‌ପ୍ଲାଂଟ ବ୍ରାକିଥେରାପି ଏବେ ସ୍ଥାନୀୟ ସମ୍ ଅଲ୍ଟିମେଟ ମେଡିକେୟାରରେ ଉପଲବ୍ଧ । ଇନ୍‌ଟରଷ୍ଟିସିଆଲ୍ ବ୍ରାକିଥେରାପି ଏକ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ଅକ୍ଟୋବର ୧୦ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍‌ସେସ ଆଣ୍ଡ ସମ୍ ହସ୍ପିଟାଲ (ଫୁଲନଖରା କ୍ୟାମ୍ପସ) ପରେ ଅକ୍ଟୋବର ୯ ତାରିଖରେ ବିଶ୍ୱ ମାନସିକ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର , ଅକ୍ଟୋବର ୧୫ : କୃଷି କ୍ଷେତ୍ରରେ ଜ୍ଞାନ ଆହରଣ ଏବଂ କୃଷକମାନଙ୍କୁ ସହଜରେ କୃଷି ସମ୍ପର୍କିତ ତଥ୍ୟ ପ୍ରଦାନ କରିବା କ୍ଷେତ୍ରରେ ମିଳିତ ଭାବେ କାର୍ଯ୍ୟ କରିବା ନିମନ୍ତେ ଶିକ୍ଷା...