Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

୧୧ହଜାର ଡେଇଁଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ୧୧ହଜାର ଡେଇଁ ଲା କ ରୋନା ଆକ୍ରାନ୍ତଙ୍କ ସଂଖ୍ୟା। ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୧୧୭୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୩୩୯୧୨ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୪୭୯ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୪୬୯୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୦୧୬ ଜଣ ରହିଛନ୍ତି ।

ସେହି ଭଳି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୪୨୪ଜଣ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୨୧୩୬ଜଣ ଚିହ୍ନଟ ହୋଇଛନ୍ତି। ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ଅକ୍ଟୋବର ୧୦: ସ୍ତନ କର୍କଟ ରୋଗୀଙ୍କ ନିମନ୍ତେ ଅତ୍ୟାଧୁନିକ ଓ ପ୍ରଭାବଶାଳୀ ଚିିକିତ୍ସା ଇନ୍‌ଟରଷ୍ଟିସିଆଲ୍ ଇମ୍‌ପ୍ଲାଂଟ ବ୍ରାକିଥେରାପି ଏବେ ସ୍ଥାନୀୟ ସମ୍ ଅଲ୍ଟିମେଟ ମେଡିକେୟାରରେ ଉପଲବ୍ଧ । ଇନ୍‌ଟରଷ୍ଟିସିଆଲ୍ ବ୍ରାକିଥେରାପି ଏକ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ଅକ୍ଟୋବର ୧୦ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍‌ସେସ ଆଣ୍ଡ ସମ୍ ହସ୍ପିଟାଲ (ଫୁଲନଖରା କ୍ୟାମ୍ପସ) ପରେ ଅକ୍ଟୋବର ୯ ତାରିଖରେ ବିଶ୍ୱ ମାନସିକ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର , ଅକ୍ଟୋବର ୧୫ : କୃଷି କ୍ଷେତ୍ରରେ ଜ୍ଞାନ ଆହରଣ ଏବଂ କୃଷକମାନଙ୍କୁ ସହଜରେ କୃଷି ସମ୍ପର୍କିତ ତଥ୍ୟ ପ୍ରଦାନ କରିବା କ୍ଷେତ୍ରରେ ମିଳିତ ଭାବେ କାର୍ଯ୍ୟ କରିବା ନିମନ୍ତେ ଶିକ୍ଷା...