Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ସୋରୋ ବସ ଦୁର୍ଘଟଣା: ମୃତକଙ୍କ ପାଇଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଅପରାହ୍ନ ରେ ବାଲେଶ୍ବର ର ସୋରୋ ଠାରେ ବସ୍ ଦୁର୍ଘଟଣାରେ ଛଅ ଜଣ ବ୍ଯକ୍ତି ପ୍ରାଣ ହରାଇଥିବା ଖବର ପାଇ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଦୁଇ ଲକ୍ଷ ଟଙ୍କା ର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ।
ଏତଦବ୍ୟତୀତ ଏହି ଦୁର୍ଘଟଣା ରେ ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଥିବା ଅନ୍ୟ ଵ୍ୟକ୍ତି ମାନଙ୍କୁ ଉତ୍ତମ ଚିକିତ୍ସା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।ଏବଂ ସୋମାନଙ୍କ ର ଆଶୁ ଆରୋଗ୍ୟ କାମନା କରିଛନ୍ତି ।

ସୂଚନାଯୋଗ୍ୟ ଯେ ବସ୍ ଟି ଉଦଳାରୁ ଭୁବନେଶ୍ୱର ଆସୁଥିବା ବେଳେ ସୋରୋ ଠାରେ ଦୁର୍ଘଟଣା ଗ୍ରସ୍ତ ହୋଇଥିଲା ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ଅକ୍ଟୋବର ୧୦: ସ୍ତନ କର୍କଟ ରୋଗୀଙ୍କ ନିମନ୍ତେ ଅତ୍ୟାଧୁନିକ ଓ ପ୍ରଭାବଶାଳୀ ଚିିକିତ୍ସା ଇନ୍‌ଟରଷ୍ଟିସିଆଲ୍ ଇମ୍‌ପ୍ଲାଂଟ ବ୍ରାକିଥେରାପି ଏବେ ସ୍ଥାନୀୟ ସମ୍ ଅଲ୍ଟିମେଟ ମେଡିକେୟାରରେ ଉପଲବ୍ଧ । ଇନ୍‌ଟରଷ୍ଟିସିଆଲ୍ ବ୍ରାକିଥେରାପି ଏକ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ଅକ୍ଟୋବର ୧୦ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍‌ସେସ ଆଣ୍ଡ ସମ୍ ହସ୍ପିଟାଲ (ଫୁଲନଖରା କ୍ୟାମ୍ପସ) ପରେ ଅକ୍ଟୋବର ୯ ତାରିଖରେ ବିଶ୍ୱ ମାନସିକ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର , ଅକ୍ଟୋବର ୧୫ : କୃଷି କ୍ଷେତ୍ରରେ ଜ୍ଞାନ ଆହରଣ ଏବଂ କୃଷକମାନଙ୍କୁ ସହଜରେ କୃଷି ସମ୍ପର୍କିତ ତଥ୍ୟ ପ୍ରଦାନ କରିବା କ୍ଷେତ୍ରରେ ମିଳିତ ଭାବେ କାର୍ଯ୍ୟ କରିବା ନିମନ୍ତେ ଶିକ୍ଷା...