Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

୬ ଜିଲ୍ଲାରେ ୩ଘଣ୍ଟା ଅଜାଡିବ ବର୍ଷା

ଭୁବନେଶ୍ୱର: ରାଜ୍ୟର ଅନେକ ସ୍ଥାନରେ ବର୍ଷା ଆରମ୍ଭ ହୋଇସାରିଥିବା ବେଳେ ବର୍ତ୍ତମାନ 6ଜିଲ୍ଲା କୁ ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। କେନ୍ଦ୍ରଝର, ଢେଙ୍କାନାଳ, ନୟାଗଡ଼, ବାଲେଶ୍ୱର,ଗଂଜାମ ଏବଂ ଯାଜପୁରରେ ଆଗାମୀ ୩ ଘଣ୍ଟା ଘଡଘଡି ସହ ପ୍ରବଳ ବର୍ଷା ହେବ ବୋଲି ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

Date and Time of Issue : 23.01.2022, 1745 hrs IST
Sub: Nowcast Warning (Yellow Message(Be updated))
Light to Moderate Rain / Thundershower and lightening likely to continue over some parts of districts of BALASWAR, KEONJHAR, DHENKANAL, NAYAGARH, GANJAM, JAJPUR and KEONJHAR within next THREE hours.

                                                                                Duty Officer                                                           Meteorological Centre, Bhubaneswar 

To: All concerned Users

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ଅକ୍ଟୋବର ୧୦: ସ୍ତନ କର୍କଟ ରୋଗୀଙ୍କ ନିମନ୍ତେ ଅତ୍ୟାଧୁନିକ ଓ ପ୍ରଭାବଶାଳୀ ଚିିକିତ୍ସା ଇନ୍‌ଟରଷ୍ଟିସିଆଲ୍ ଇମ୍‌ପ୍ଲାଂଟ ବ୍ରାକିଥେରାପି ଏବେ ସ୍ଥାନୀୟ ସମ୍ ଅଲ୍ଟିମେଟ ମେଡିକେୟାରରେ ଉପଲବ୍ଧ । ଇନ୍‌ଟରଷ୍ଟିସିଆଲ୍ ବ୍ରାକିଥେରାପି ଏକ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ଅକ୍ଟୋବର ୧୦ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍‌ସେସ ଆଣ୍ଡ ସମ୍ ହସ୍ପିଟାଲ (ଫୁଲନଖରା କ୍ୟାମ୍ପସ) ପରେ ଅକ୍ଟୋବର ୯ ତାରିଖରେ ବିଶ୍ୱ ମାନସିକ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର , ଅକ୍ଟୋବର ୧୫ : କୃଷି କ୍ଷେତ୍ରରେ ଜ୍ଞାନ ଆହରଣ ଏବଂ କୃଷକମାନଙ୍କୁ ସହଜରେ କୃଷି ସମ୍ପର୍କିତ ତଥ୍ୟ ପ୍ରଦାନ କରିବା କ୍ଷେତ୍ରରେ ମିଳିତ ଭାବେ କାର୍ଯ୍ୟ କରିବା ନିମନ୍ତେ ଶିକ୍ଷା...