Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

୭ ଓଡ଼ିଆଙ୍କୁ ପଦ୍ମ ସମ୍ମାନ, ଦେଖନ୍ତୁ ପୁରା ତାଲିକା

ନୂଆଦିଲ୍ଲୀ: ଘୋଷଣା ହେଲା ପଦ୍ମ ପୁରସ୍କାର । ଓଡ଼ିଶାର ୬ ଜଣଙ୍କୁ ମିଳିବ ପଦ୍ମଶ୍ରୀ ସମ୍ମାନ। ବିଶିଷ୍ଟ ଓଡ଼ିଆ ସାହିତ୍ୟିକ ପ୍ରତିଭା ରାୟ ଙ୍କୁ ପଦ୍ମ ଭୂଷଣ ସମ୍ମାନରେ ସମ୍ମାନିତ ହେବେ । ଏନେଇ ମଙ୍ଗଳବାର କେନ୍ଦର ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି ।

ଅଲମ୍ପିକ୍‌ ପଦକ ବିଜେତା ପାରା ଆଥଲେଟ୍‌ ପ୍ରମୋଦ ଭଗତଙ୍କୁ ମିଳିବ ପଦ୍ମଶ୍ରୀ ସମ୍ମାନ । ସେହିପରି  ସମାଜ ସେବା ପାଇଁ ଶ୍ରୀମଦ ବାବା ବଳିଆ, ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ପାଇଁ ଆଦିତ୍ୟ ପ୍ରସାଦ ଦାଶ, କଳା କ୍ଷେତ୍ରରେ ଇଲ୍ଲେଖନୀୟ ଅବଦାନ ପାଇଁ ଶ୍ୟାମାମଣୀ ଦେବୀ, ସାହିତ୍ୟ ଓ ଶିକ୍ଷା ପାଇଁ ନୃସିଂହ ପ୍ରସାଦ ଗୁରୁ, ପ୍ରଶାସନିକ ସେବା ପାଇଁ ଗୁରୁ ପ୍ରସାଦଙ୍କୁ ପଦ୍ମଶ୍ରୀ ସମ୍ମାନ ମିଳିବ ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ଅକ୍ଟୋବର ୧୦: ସ୍ତନ କର୍କଟ ରୋଗୀଙ୍କ ନିମନ୍ତେ ଅତ୍ୟାଧୁନିକ ଓ ପ୍ରଭାବଶାଳୀ ଚିିକିତ୍ସା ଇନ୍‌ଟରଷ୍ଟିସିଆଲ୍ ଇମ୍‌ପ୍ଲାଂଟ ବ୍ରାକିଥେରାପି ଏବେ ସ୍ଥାନୀୟ ସମ୍ ଅଲ୍ଟିମେଟ ମେଡିକେୟାରରେ ଉପଲବ୍ଧ । ଇନ୍‌ଟରଷ୍ଟିସିଆଲ୍ ବ୍ରାକିଥେରାପି ଏକ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ଅକ୍ଟୋବର ୧୦ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍‌ସେସ ଆଣ୍ଡ ସମ୍ ହସ୍ପିଟାଲ (ଫୁଲନଖରା କ୍ୟାମ୍ପସ) ପରେ ଅକ୍ଟୋବର ୯ ତାରିଖରେ ବିଶ୍ୱ ମାନସିକ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର , ଅକ୍ଟୋବର ୧୫ : କୃଷି କ୍ଷେତ୍ରରେ ଜ୍ଞାନ ଆହରଣ ଏବଂ କୃଷକମାନଙ୍କୁ ସହଜରେ କୃଷି ସମ୍ପର୍କିତ ତଥ୍ୟ ପ୍ରଦାନ କରିବା କ୍ଷେତ୍ରରେ ମିଳିତ ଭାବେ କାର୍ଯ୍ୟ କରିବା ନିମନ୍ତେ ଶିକ୍ଷା...