Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ପଞ୍ଚାୟତ ନିର୍ବାଚନ: ଭୋଟ ଦେବା ପାଇଁ ସରକାରୀ କର୍ମଚାରୀଙ୍କୁ ମିଳିବ ୩ଦିନ ଛୁଟି

ଭୁବନେଶ୍ୱର: ପଂଚାୟତ ନିର୍ବାଚନ ଭୋଟ ଦେବା ପାଇଁ ସରକାରୀ କର୍ମଚାରୀଙ୍କୁ ମିଳିବ ଛୁଟି। ସର୍ବାଧିକ ୩ଦିନ ଛୁଟି ଦେବେ ରାଜ୍ୟସରକାର।  ଏ ନେଇ ପଂଚାୟତ ରାଜ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ କରାଯାଇଛି।  ସରକାରୀ କର୍ମଚାରୀ, ସରକାରୀ ଫ୍ରାଞ୍ଚାଇଜ,  ବିଭିନ୍ନ ନିଗମ ରେ କାମ କରୁଥିବା କର୍ମଚାରୀ ମାନେ ଉପରିସ୍ଥ ଅଫିସରଙ୍କୁ ଲିଖୁତ ଭବେ ଛୁଟି ଦରଖାସ୍ତ ଦେଇ ଚୁଟିନେବେ। ଭୋଟ ଗ୍ରହଣ ଦିନ ଏବଂ ଭୋଟ ଗ୍ରହନର ପୂର୍ବ ଦିନ ଏବଂ ପର ଦିନଙ୍କୁ ମିଶାଇ ୩ ଦିନ ଛୁଟି ନେବେ।    ଏହି ଛୁଟିକୁ ସ୍ପେସିଆଲ କଜୁଆଲ ଲିଭ ଭାବେ ବିବେଚନା କରାଯିବ ବୋଲି ସରକାର ବିଜ୍ଞପ୍ତିରେ ପ୍ରକାଶ କରିଛନ୍ତି।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ଅକ୍ଟୋବର ୧୦: ସ୍ତନ କର୍କଟ ରୋଗୀଙ୍କ ନିମନ୍ତେ ଅତ୍ୟାଧୁନିକ ଓ ପ୍ରଭାବଶାଳୀ ଚିିକିତ୍ସା ଇନ୍‌ଟରଷ୍ଟିସିଆଲ୍ ଇମ୍‌ପ୍ଲାଂଟ ବ୍ରାକିଥେରାପି ଏବେ ସ୍ଥାନୀୟ ସମ୍ ଅଲ୍ଟିମେଟ ମେଡିକେୟାରରେ ଉପଲବ୍ଧ । ଇନ୍‌ଟରଷ୍ଟିସିଆଲ୍ ବ୍ରାକିଥେରାପି ଏକ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ଅକ୍ଟୋବର ୧୦ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍‌ସେସ ଆଣ୍ଡ ସମ୍ ହସ୍ପିଟାଲ (ଫୁଲନଖରା କ୍ୟାମ୍ପସ) ପରେ ଅକ୍ଟୋବର ୯ ତାରିଖରେ ବିଶ୍ୱ ମାନସିକ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର , ଅକ୍ଟୋବର ୧୫ : କୃଷି କ୍ଷେତ୍ରରେ ଜ୍ଞାନ ଆହରଣ ଏବଂ କୃଷକମାନଙ୍କୁ ସହଜରେ କୃଷି ସମ୍ପର୍କିତ ତଥ୍ୟ ପ୍ରଦାନ କରିବା କ୍ଷେତ୍ରରେ ମିଳିତ ଭାବେ କାର୍ଯ୍ୟ କରିବା ନିମନ୍ତେ ଶିକ୍ଷା...