Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ପଞ୍ଚାୟତ ନିର୍ବାଚନ: ଆକ୍ସନ ମୋଡ଼ରେ ପୋଲିସ, ମଦ ମାଫିଆଙ୍କ ଉପରେ ବଡ଼ ମାଡ଼

ଭୁବନେଶ୍ୱର: ପଞ୍ଚୟତ ନିର୍ବାଚନ ପାଇଁ ଆଦର୍ଶ ଆଚରଣ ବିଧି ଲାଗୁ ହେବା ପରେ ଜାନୁଆରୀ ୧୯ ତାରିଖରୁ  ଫେବୃଆରୀ ୬ ତାରିଖ ମଧ୍ୟରେ ୧ ଲକ୍ଷ ୧୩ ହଜାର ୬୮୬ ଲିଟର ମଦ ଜବତ ହୋଇଛି। ୨୭ ଟି ବେଆଇନ ଅସ୍ତ୍ରଶସ୍ତ୍ର ଜବତ। ୪୭୧.୮୬ ଗ୍ରାମ ଡ୍ରଗ୍ସ ମଧ୍ୟ ଜବତ ହୋଇଛି। ୧୪୯୨ ଜଣଙ୍କ ନାମରେ ୱାରେଣ୍ଟ ହୋଇଛି। ଏନେଇ ପୋଲିସ ଡିଜି ରାଜ୍ୟ ନିର୍ବାଚନ କମିଶନଙ୍କୁ ଜଣାଇଛନ୍ତି। ୬୮୬ ଲିଟର ମଦ ଜବତ ହୋଇଛି। ୨୭ ଟି ବେଆଇନ ଅସ୍ତ୍ରଶସ୍ତ୍ର ଜବତ। ୪୭୧.୮୬ ଗ୍ରାମ ଡ୍ରଗ୍ସ ମଧ୍ୟ ଜବତ ହୋଇଛି। ୧୪୯୨ ଜଣଙ୍କ ନାମରେ ୱାରେଣ୍ଟ ହୋଇଛି। ଏନେଇ ଅତିରିକ୍ତ ପୋଲିସ ଡିଜି (ଆଇନ ଶୃଙ୍ଖଳା )ରାଜ୍ୟ ନିର୍ବାଚନ କମିଶନଙ୍କୁ ଜଣାଇଛନ୍ତି।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ଅକ୍ଟୋବର ୧୦: ସ୍ତନ କର୍କଟ ରୋଗୀଙ୍କ ନିମନ୍ତେ ଅତ୍ୟାଧୁନିକ ଓ ପ୍ରଭାବଶାଳୀ ଚିିକିତ୍ସା ଇନ୍‌ଟରଷ୍ଟିସିଆଲ୍ ଇମ୍‌ପ୍ଲାଂଟ ବ୍ରାକିଥେରାପି ଏବେ ସ୍ଥାନୀୟ ସମ୍ ଅଲ୍ଟିମେଟ ମେଡିକେୟାରରେ ଉପଲବ୍ଧ । ଇନ୍‌ଟରଷ୍ଟିସିଆଲ୍ ବ୍ରାକିଥେରାପି ଏକ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ଅକ୍ଟୋବର ୧୦ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍‌ସେସ ଆଣ୍ଡ ସମ୍ ହସ୍ପିଟାଲ (ଫୁଲନଖରା କ୍ୟାମ୍ପସ) ପରେ ଅକ୍ଟୋବର ୯ ତାରିଖରେ ବିଶ୍ୱ ମାନସିକ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର , ଅକ୍ଟୋବର ୧୫ : କୃଷି କ୍ଷେତ୍ରରେ ଜ୍ଞାନ ଆହରଣ ଏବଂ କୃଷକମାନଙ୍କୁ ସହଜରେ କୃଷି ସମ୍ପର୍କିତ ତଥ୍ୟ ପ୍ରଦାନ କରିବା କ୍ଷେତ୍ରରେ ମିଳିତ ଭାବେ କାର୍ଯ୍ୟ କରିବା ନିମନ୍ତେ ଶିକ୍ଷା...