Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ବିଧାନ ପରିଷଦ ପ୍ରସ୍ତାବ ନେଇ ବଡ଼ ଖୁଲାସ କଲେ ବାଚସ୍ପତି, କେନ୍ଦ୍ର ଆଇନ ମନ୍ତ୍ରୀଙ୍କୁ ଦେଲେ କଡା ଜବାବ

ଭୁବନେଶ୍ୱର: ବିଧାନ ପରିଷଦ ପ୍ରସଙ୍ଗରେ କେନ୍ଦ୍ର ମନ୍ତ୍ରୀ ଯେଉଁ କହିଥିଲେ ଓଡ଼ିଶା ସରକାରଙ୍କ ତରଫରୁ କେନ୍ଦ୍ରକୁ ସଂକଳ୍ପ ପ୍ରସ୍ତାବ ଦିଆ ଯାଇନି। ଏ ନେଇ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ପ୍ରତିକ୍ରିୟା ରଖିଛନ୍ତି। ବିଧାନସଭାରେ ସଙ୍କଳ୍ପ ପାରିତ ହେବା ପରେ 18 ସେପ୍ଟେମ୍ବର 2018 ରେ ଏହି ପ୍ରସ୍ତାବ କେନ୍ଦ୍ର ନିକଟକୁ ପଠାଯାଇଛି
ସଚିବ ରାଜ୍ୟ ସଭା ଓ  ସଚିବ ଲୋକସଭାକୁୁ ପଠା ଯାଇଥିଲା ।
– ଓଡ଼ିଶାରେ ବିଧାନ ପରିଷଦ ପାଇଁ 2015ରୁ ଚେଷ୍ଟା ହୋଇଛି
-ଏକ କମିଟି ଗଠନ ହୋଇଥିଲା ବିଧାୟକ ନୃସିଂହ ସାହୁଙ୍କ ଅଧ୍ୟକ୍ଷତାରେ
-19 ଜାନୁଆରୀ 2015ରେ ଏହି କମିଟିର ପ୍ରଥମ ବୈଠକ ବସିଥିଲା
– ବିଭିନ୍ନ ରାଜ୍ୟ ଗସ୍ତ ପରେ ଏହି ରିପୋର୍ଟ ରାଜ୍ୟ ସରକାରଙ୍କୁ ଦେଇଥିଲା
– 6 ସେପ୍ଟେମ୍ବର 2018ରେ ସଂକଳ୍ପଟି ବିଧାନସଭାରେ ପାରିତ ହୋଇଥିଲା

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଲୋକସେବା ଭବନ ଠାରେ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରର ଅଧ୍ୟକ୍ଷ ତଥା ସାଂସଦ ଶ୍ରୀ ନବୀନ ଜିନ୍ଦଲ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ...

ଓଡ଼ିଶା ନ୍ୟୁଜ

  ୟୁ-ଟୁ୍ୟବ୍‌ ଲାଇଭ୍‌ରେ ଆଲୋଚନା କଲେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା  ଆବେଦନ ଫର୍ମ ପୂରଣ ଓ ଦାଖଲ ହେବ ସଂପୂର୍ଣ୍ଣ ଦେୟମୁକ୍ତ  ଆବେଦନ ଫର୍ମ ଅଙ୍ଗନବାଡ଼ି କେନ୍ଦ୍ର, ବ୍ଲକ୍‌...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଓଡ଼ିଶାର ଗଣ ପର୍ବ ନୂଆଖାଇ ଉପଲକ୍ଷେ ସେପ୍ଟେମ୍ବର ୯ ତାରିଖକୁ ଛୁଟି ଘୋଷଣା କରିଛନ୍ତି। ସୂଚନା ଯୋଗ୍ୟ ଯେ ନୂଆଖାଇ ସେପ୍ଟେମ୍ବର ୮ ତାରିଖ ରବିବାର...

ବିଜିନେସ

ଭୁବନେଶ୍ୱର, ୨୯ ଅଗଷ୍ଟ: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ଗୁରୁବାର ଜାତୀୟ କ୍ରୀଡ଼ା ଦିବସ ପାଳିତ ହୋଇଯାଇଛି। ହକିର କିମ୍ବଦନ୍ତୀ ପୁରୁଷ ଧ୍ୟାନଚାନ୍ଦଙ୍କ ଜନ୍ମ ଦିବସକୁ ସାରା ଦେଶରେ ଜାତୀୟ କ୍ରୀଡ଼ା ଦିବସ...