Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ଡ.ସୁନୀତି ମୁଣ୍ଡ ବିଜେପିର ମେୟର ପ୍ରାର୍ଥୀ।

ଭୁବନେଶ୍ୱର:  ଡ.ସୁନୀତି ମୁଣ୍ଡ ବିଜେପିର ମେୟର ପ୍ରାର୍ଥୀ। ଘୋଷଣା କଲେ ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ। ଆଜି ବିଜେପି କାର୍ଯ୍ୟାଳୟରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ ଭୁବନେଶ୍ୱର ମହାନଗର ନିଗମ(ବିଏମସି) ପାଇଁ ବିଜେପିର ମେୟର ପ୍ରାର୍ଥୀଙ୍କ ନାମ ଘୋଷଣା କରିଛନ୍ତି। ବିଜେପି ପାଇଁ ସୁନୀତି ମୁଣ୍ଡଙ୍କୁ ବିଏମସି ମେୟର ପ୍ରାର୍ଥୀ ଭାବେ ମନୋନୀତ କରାଯାଇଛି।

 ଏଥର ପୌର ପରିଷଦ ଓ ମହାନଗର ନିଗମରେ ମେୟର ପ୍ରାର୍ଥୀଙ୍କୁ ସିଧାସଳଖ ଭୋଟ ଦେଇ ନିର୍ବାଚିତ କରିପାରିବେ। ଏହି ପରିପ୍ରେକ୍ଷୀରେ ‌ପୌର ଓ ମହନଗର ନିଗମ ନିର୍ବାଚନ ପାଇଁ ରାଜନୀତି ତେଜୁଥିବା ବେଳେ ଭୁବନେଶ୍ୱର ପାଇଁ ୩ ପ୍ରମୁଖ ଦଳ ମେୟର ପାଇଁ ପ୍ରାର୍ଥୀ ଘୋଷଣା କରି ସାରିଛନ୍ତି । ବିିଜେ ଡି ର ସୁୁୁଲୋ ଚ ନା ଦାସ ଏବଂ କଂଗ୍ରେସ ର ମଧୁୁୁ ସ୍ମି୍ ତା ଆଚର୍ଯ୍ୟ ପର୍ଥୀ  ହୋଇଛନ୍ତି।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ଅକ୍ଟୋବର ୧୦: ସ୍ତନ କର୍କଟ ରୋଗୀଙ୍କ ନିମନ୍ତେ ଅତ୍ୟାଧୁନିକ ଓ ପ୍ରଭାବଶାଳୀ ଚିିକିତ୍ସା ଇନ୍‌ଟରଷ୍ଟିସିଆଲ୍ ଇମ୍‌ପ୍ଲାଂଟ ବ୍ରାକିଥେରାପି ଏବେ ସ୍ଥାନୀୟ ସମ୍ ଅଲ୍ଟିମେଟ ମେଡିକେୟାରରେ ଉପଲବ୍ଧ । ଇନ୍‌ଟରଷ୍ଟିସିଆଲ୍ ବ୍ରାକିଥେରାପି ଏକ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ଅକ୍ଟୋବର ୧୦ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍‌ସେସ ଆଣ୍ଡ ସମ୍ ହସ୍ପିଟାଲ (ଫୁଲନଖରା କ୍ୟାମ୍ପସ) ପରେ ଅକ୍ଟୋବର ୯ ତାରିଖରେ ବିଶ୍ୱ ମାନସିକ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର , ଅକ୍ଟୋବର ୧୫ : କୃଷି କ୍ଷେତ୍ରରେ ଜ୍ଞାନ ଆହରଣ ଏବଂ କୃଷକମାନଙ୍କୁ ସହଜରେ କୃଷି ସମ୍ପର୍କିତ ତଥ୍ୟ ପ୍ରଦାନ କରିବା କ୍ଷେତ୍ରରେ ମିଳିତ ଭାବେ କାର୍ଯ୍ୟ କରିବା ନିମନ୍ତେ ଶିକ୍ଷା...