Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ସରିଲା ପ୍ରାର୍ଥୀପତ୍ର ଯାଞ୍ଚ, ୧୦୦ଜଣଙ୍କ ପ୍ରାର୍ଥୀପତ୍ର ନାକଚ

ଭୁବନେଶ୍ୱର: ପୌର ନିର୍ବାଚନ ପାଇଁ ପ୍ରାର୍ଥୀପତ୍ର ଯାଞ୍ଚ ପ୍ରକ୍ରିୟା ଶେଷ ହୋଇଛି। ୨୨ଜଣ  ମେୟର ଏବଂ ଅଧକ୍ଷଙ୍କ ପ୍ରାର୍ଥୀଙ୍କର  ନାମାଙ୍କନ ପତ୍ର  ନାକଚ ହୋଇଛି। 78 ଜଣ କର୍ପୋରେଟର ଏବଂ କାଉନସିଲର ପ୍ରାର୍ଥୀଙ୍କ ନାମାଙ୍କନ ପତ୍ର ନାକଚ ହୋଇଥିବା ରାଜ୍ୟ ନିର୍ବାଚନ କମିଶନଙ୍କ ପକ୍ଷରୁ  ସୂଚନା ଦିଆଯାଇଛି।  ୬୭୧ ମେୟର ଏବଂ ଅଧ୍ୟକ୍ଷଙ୍କ  ପ୍ରାର୍ଥୀ ଙ୍କର ନାମାଙ୍କନ ପତ୍ର କାଏମ ରହିଥିବାବେଳେ ୬୩୮୧ ଜଣ କର୍ପୋରେଟର ଏବଂ କାଉନସିଲରଙ୍କ ପ୍ରାର୍ଥୀପତ୍ର  କାଏମ ରହିଛି।

 

G.E to ULBs,2022-
Total valid Nominations after scrutiny

Chairperson/ Mayor-671
Councillor/Corporators-6381

Total Nominations rejected

Chairperson/ Mayor-22
Councillor/Corporators-78

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଲୋକସେବା ଭବନ ଠାରେ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରର ଅଧ୍ୟକ୍ଷ ତଥା ସାଂସଦ ଶ୍ରୀ ନବୀନ ଜିନ୍ଦଲ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ...

ଓଡ଼ିଶା ନ୍ୟୁଜ

  ୟୁ-ଟୁ୍ୟବ୍‌ ଲାଇଭ୍‌ରେ ଆଲୋଚନା କଲେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା  ଆବେଦନ ଫର୍ମ ପୂରଣ ଓ ଦାଖଲ ହେବ ସଂପୂର୍ଣ୍ଣ ଦେୟମୁକ୍ତ  ଆବେଦନ ଫର୍ମ ଅଙ୍ଗନବାଡ଼ି କେନ୍ଦ୍ର, ବ୍ଲକ୍‌...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଓଡ଼ିଶାର ଗଣ ପର୍ବ ନୂଆଖାଇ ଉପଲକ୍ଷେ ସେପ୍ଟେମ୍ବର ୯ ତାରିଖକୁ ଛୁଟି ଘୋଷଣା କରିଛନ୍ତି। ସୂଚନା ଯୋଗ୍ୟ ଯେ ନୂଆଖାଇ ସେପ୍ଟେମ୍ବର ୮ ତାରିଖ ରବିବାର...

ବିଜିନେସ

ଭୁବନେଶ୍ୱର, ୨୯ ଅଗଷ୍ଟ: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ଗୁରୁବାର ଜାତୀୟ କ୍ରୀଡ଼ା ଦିବସ ପାଳିତ ହୋଇଯାଇଛି। ହକିର କିମ୍ବଦନ୍ତୀ ପୁରୁଷ ଧ୍ୟାନଚାନ୍ଦଙ୍କ ଜନ୍ମ ଦିବସକୁ ସାରା ଦେଶରେ ଜାତୀୟ କ୍ରୀଡ଼ା ଦିବସ...