Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ଭୋଟ ଦେଲେ ଭୁବନେଶ୍ୱରର ତିନି ମେୟର ପ୍ରାର୍ଥୀ

ଭୁବନେଶ୍ୱର:  ପୌର ନିର୍ବାଚନ  ଆଜି ସକାଳ 9ଟାରୁ ଆରମ୍ଭ ହୋଇଛି ଭୋଟ ଗ୍ରହଣ।  ସବୁଠୁ ଚର୍ଚ୍ଚାରେ ରହିଛି  ଭୁବନେଶ୍ୱର ମେୟର  ପଦବୀ। ଏହି ପଦକୁ ହାତେଇବା ପାଇଁ ମଇଦାନରେ ରହିଛନ୍ତି ୩ ପ୍ରମୁଖ ଦଳ ବିଜେପି-କଂଗ୍ରେସ-ବିଜେଡି ପ୍ରାର୍ଥୀ । ବିଜେଡିରୁ ସୁଲୋଚନା ଦାସ, କଂଗ୍ରେସରୁ ମଧୁସ୍ମିତା ଆଚାର୍ଯ୍ୟ ବିଜେପିରୁ ସୁନୀତି ମୁଣ୍ଡୁଙ୍କର ଆଜି ଭାଗ୍ୟ ପରୀକ୍ଷା ଦେଉଛନ୍ତି ।

ବିଜେପି ମେୟର ପ୍ରାର୍ଥୀ ସୁନୀତି ମୁଣ୍ଡୁ  ହାତରେ ପଦ୍ମ ଫୁଲ ଧରି ଝାରପଡ଼ା ସ୍ଥିତ ଏକ ବୁଥ୍‌କୁ  ଯାଇ ଭୋଟ ଦେଇଛନ୍ତି । ସେହିପରି ବିଜେଡିର ମେୟର ପ୍ରାର୍ଥୀ ସୁଲୋଚନା ଦାସ ନୟାପଲ୍ଲୀ ୱାର୍ଡ ନଂ ୩୯ ଅନ୍ତର୍ଗତ ଏକ ବୁଥ୍‌ରେ ଭୋଟ ଦେଇଛନ୍ତି । ସେହିପରି କଂଗ୍ରେସ ପ୍ରାର୍ଥୀ ମଧୁସ୍ମିତା ଆଚାର୍ଯ୍ୟ  ଆଇଆରସି ଭିଲେଜର ୨୫୩ ନମ୍ବର ବୁଥରେ ଭୋଟ ଦେଇଛନ୍ତି।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଲୋକସେବା ଭବନ ଠାରେ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରର ଅଧ୍ୟକ୍ଷ ତଥା ସାଂସଦ ଶ୍ରୀ ନବୀନ ଜିନ୍ଦଲ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ...

ଓଡ଼ିଶା ନ୍ୟୁଜ

  ୟୁ-ଟୁ୍ୟବ୍‌ ଲାଇଭ୍‌ରେ ଆଲୋଚନା କଲେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା  ଆବେଦନ ଫର୍ମ ପୂରଣ ଓ ଦାଖଲ ହେବ ସଂପୂର୍ଣ୍ଣ ଦେୟମୁକ୍ତ  ଆବେଦନ ଫର୍ମ ଅଙ୍ଗନବାଡ଼ି କେନ୍ଦ୍ର, ବ୍ଲକ୍‌...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଓଡ଼ିଶାର ଗଣ ପର୍ବ ନୂଆଖାଇ ଉପଲକ୍ଷେ ସେପ୍ଟେମ୍ବର ୯ ତାରିଖକୁ ଛୁଟି ଘୋଷଣା କରିଛନ୍ତି। ସୂଚନା ଯୋଗ୍ୟ ଯେ ନୂଆଖାଇ ସେପ୍ଟେମ୍ବର ୮ ତାରିଖ ରବିବାର...

ବିଜିନେସ

ଭୁବନେଶ୍ୱର, ୨୯ ଅଗଷ୍ଟ: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ଗୁରୁବାର ଜାତୀୟ କ୍ରୀଡ଼ା ଦିବସ ପାଳିତ ହୋଇଯାଇଛି। ହକିର କିମ୍ବଦନ୍ତୀ ପୁରୁଷ ଧ୍ୟାନଚାନ୍ଦଙ୍କ ଜନ୍ମ ଦିବସକୁ ସାରା ଦେଶରେ ଜାତୀୟ କ୍ରୀଡ଼ା ଦିବସ...