Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ବଢ଼ିଲାନି ବିଦ୍ୟୁତ ଦର

ଭୁବନେଶ୍ୱର: ଅପରିବର୍ତ୍ତିତ ରହିଲା ବିଦ୍ୟୁତ ଦର।   ବିଦ୍ୟତ୍‌ ଦର ବୃଦ୍ଧି  ନେଇ OERC ସଚିବ ଆଜି ସାମ୍ବାଦିକ ସମ୍ମଳନୀ କରିଛନ୍ତି।  ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ  ଅପରିବର୍ତ୍ତିତ ରହିବ ବିଦ୍ୟୁତ୍‌ ଦର । ଡିଜିଟାଲ୍‌ ପେମେଣ୍ଟ କଲେ ୩ ପ୍ରତିଶତ ରିହାତି ମିଳିବ । ପୂର୍ବରୁ ଡିଜିଟାଲ୍‌ ପେମେଣ୍ଟ କଲେ ୨ ପ୍ରତିଶତ ରିହାତି ମିଳୁଥିଲା ।

ଏଥି ସହିତ OPTCL ଟ୍ରାନ୍ସମିସନ୍‌ ଚାର୍ଜ ମଧ୍ୟ ଅପରିବର୍ତ୍ତିତ ରହିଛି । ଡିସକମ୍‌ ପାଖରେ ଥିବା ଅର୍ଥକୁ ତାରିଫ୍‌ରେ ବାଲାନ୍ସ କରିଦିଆଯାଇଛି । ଏହି ଅର୍ଥକୁ ବ୍ୟବହାର କରି ଦର ଅପରିବର୍ତ୍ତିତ ରହିଛି । ଚଳିତ ବର୍ଷ ୧୯ ପଇସା ପାୱାର ପରଚେଜ୍‌ ଦରରେ ବୃଦ୍ଧି କରାଯାଇଛି । କିନ୍ତୁ ଏହି ବୃଦ୍ଧି ଖାଉଟିଙ୍କ ଉପରେ ଲାଗୁ କରାଯିବ ନାହିଁ ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ଅକ୍ଟୋବର ୧୦: ସ୍ତନ କର୍କଟ ରୋଗୀଙ୍କ ନିମନ୍ତେ ଅତ୍ୟାଧୁନିକ ଓ ପ୍ରଭାବଶାଳୀ ଚିିକିତ୍ସା ଇନ୍‌ଟରଷ୍ଟିସିଆଲ୍ ଇମ୍‌ପ୍ଲାଂଟ ବ୍ରାକିଥେରାପି ଏବେ ସ୍ଥାନୀୟ ସମ୍ ଅଲ୍ଟିମେଟ ମେଡିକେୟାରରେ ଉପଲବ୍ଧ । ଇନ୍‌ଟରଷ୍ଟିସିଆଲ୍ ବ୍ରାକିଥେରାପି ଏକ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ଅକ୍ଟୋବର ୧୦ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍‌ସେସ ଆଣ୍ଡ ସମ୍ ହସ୍ପିଟାଲ (ଫୁଲନଖରା କ୍ୟାମ୍ପସ) ପରେ ଅକ୍ଟୋବର ୯ ତାରିଖରେ ବିଶ୍ୱ ମାନସିକ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର , ଅକ୍ଟୋବର ୧୫ : କୃଷି କ୍ଷେତ୍ରରେ ଜ୍ଞାନ ଆହରଣ ଏବଂ କୃଷକମାନଙ୍କୁ ସହଜରେ କୃଷି ସମ୍ପର୍କିତ ତଥ୍ୟ ପ୍ରଦାନ କରିବା କ୍ଷେତ୍ରରେ ମିଳିତ ଭାବେ କାର୍ଯ୍ୟ କରିବା ନିମନ୍ତେ ଶିକ୍ଷା...