Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ସରିଲା ଲୁଚକାଳି ଖେଳ, ବନ୍ଧା ହେଲେ ଶର୍ମିଷ୍ଠା

ଭୁବନେଶ୍ୱର: ରାହସ୍ୟମୟୀ ୱେବ ଚାନେଲ ମାଳିକାଣି ତଥା ଦୟାଲ ଆଶ୍ରମ ମୁଖ୍ୟ ଶର୍ମିଷ୍ଠା ରାଉତ ଗିରଫ। କ୍ରାଇମବ୍ରାଞ୍ଚ ଟିମ ତାଙ୍କୁ ଗିରଫ କରିଛି। ଭଦ୍ରକରୁ ଗିରଫ ହୋଇଛନ୍ତି। ତାଙ୍କ ସହଯୋଗୀ ଝୁନା ଭୋଇ ମଧ୍ୟ ଗିରଫ ହୋଇଛନ୍ତି। ଉଭୟଙ୍କୁ କୋର୍ଟରେ ହାଜର କରାଯିବା ପରେ ତାଙ୍କୁ 10 ଦିନିଆ ରିମାଣ୍ଡରେ ନେବାକୁ ଆବେଦନ କରିବ କ୍ରାଇମବ୍ରାଞ୍ଚ। ପୂର୍ବରୁ ଏହି ମାମଲାରେ 5 ଜଣ ଗିରଫ ହୋଇଛନ୍ତି।

ଅଭିଯୁକ୍ତଙ୍କୁ ଖୁବଶୀଘ୍ର ଜେରା କରିବ ଟିମ । ପ୍ରାଇମ ଫୋକସରେ ନିରଞ୍ଜନ ସେଠୀ ଓ ରଞ୍ଜନ ନାୟକ । ମାନସଙ୍କୁ ଅପହରଣଠାରୁ ହତ୍ୟା ଓ ପ୍ରମାଣ ନଷ୍ଟ ପର୍ଯ୍ୟନ୍ତ ନିରଞ୍ଜନ ପ୍ରତି ସମୟରେ ମୁଣ୍ଡ ଖେଳାଉଥିବା ସିଡିଆର ରିପୋର୍ଟରୁ ଜଣାପଡ଼ିଛି । ଚିପ୍‌ରେ କଣ ରହିଛି? ସର୍ଟ ଫିଲ୍ମ ଓ ପୁରୀ ସି-ବିଚ ସୁଟିଂର ସତ କଣ? ସେକଥା ନିରଞ୍ଜନ ହିଁ ଜାଣିଛନ୍ତି । ଏସବୁ ସତ ଖୋଜିବାକୁ ନିରଞ୍ଜନଙ୍କୁ ଖୁବଶୀଘ୍ର ରିମାଣ୍ଡରେ ଆଣି ଜେରା କରିପାରେ କ୍ରାଇମବ୍ରାଞ୍ଚ ।  ତେବେ ଗତକାଲି ଦୟାଲ ଆଶ୍ରମକୁ ସିଲ୍ କରିସାରିଛି କ୍ରାଇମବ୍ରାଞ୍ଚ ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ଅକ୍ଟୋବର ୧୦: ସ୍ତନ କର୍କଟ ରୋଗୀଙ୍କ ନିମନ୍ତେ ଅତ୍ୟାଧୁନିକ ଓ ପ୍ରଭାବଶାଳୀ ଚିିକିତ୍ସା ଇନ୍‌ଟରଷ୍ଟିସିଆଲ୍ ଇମ୍‌ପ୍ଲାଂଟ ବ୍ରାକିଥେରାପି ଏବେ ସ୍ଥାନୀୟ ସମ୍ ଅଲ୍ଟିମେଟ ମେଡିକେୟାରରେ ଉପଲବ୍ଧ । ଇନ୍‌ଟରଷ୍ଟିସିଆଲ୍ ବ୍ରାକିଥେରାପି ଏକ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ଅକ୍ଟୋବର ୧୦ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍‌ସେସ ଆଣ୍ଡ ସମ୍ ହସ୍ପିଟାଲ (ଫୁଲନଖରା କ୍ୟାମ୍ପସ) ପରେ ଅକ୍ଟୋବର ୯ ତାରିଖରେ ବିଶ୍ୱ ମାନସିକ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର , ଅକ୍ଟୋବର ୧୫ : କୃଷି କ୍ଷେତ୍ରରେ ଜ୍ଞାନ ଆହରଣ ଏବଂ କୃଷକମାନଙ୍କୁ ସହଜରେ କୃଷି ସମ୍ପର୍କିତ ତଥ୍ୟ ପ୍ରଦାନ କରିବା କ୍ଷେତ୍ରରେ ମିଳିତ ଭାବେ କାର୍ଯ୍ୟ କରିବା ନିମନ୍ତେ ଶିକ୍ଷା...