ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଅନୁଧ୍ୟାନ ପାଇଁ ଗଠନ ହେଲା ବିଧାନସଭା ଗୃହ କମିଟି

ଭୁବନେଶ୍ୱର:   ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଅନୁଧ୍ୟାନ ପାଇଁ ଗଠନ ହେଲା ବିଧାନସଭାର ଗୃହ କମିଟି । ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଗଠନ ହୋଇଛି ଏହି 8 ଜଣିଆ କମିଟି । ସଦସ୍ୟ ହେଉଛନ୍ତି ନରସିଂହ ମିଶ୍ର, ଦେବୀ ମିଶ୍ର, ଜୟନ୍ତ ଷଡ଼ଙ୍ଗୀ, ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର , ପ୍ରତାପ ଜେନା, ବିକ୍ରମ ଆରୁଖ ଓ ଅତନୁ ସବ୍ୟସାଚୀ ନାୟକ ।

Leave a Comment

Your email address will not be published. Required fields are marked *

Scroll to Top