Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ସମ କୋଭିଡ ହସ୍ପିଟାଲରୁ ସୁସ୍ଥ ହୋଇ ଫେରିଲେ ଜାପାନ ନାଗରିକ

ଭୁବନେଶ୍ୱର:କୋଭିଡ୍ ସଂକ୍ରମିତ ହେବା ପରେ ଚିକିତ୍ସିତ ହୋଇ ସମ୍ କୋଭିଡ ହସ୍ପିଟାଲ୍‌ରୁ ସୁସ୍ଥ ହୋଇଛନ୍ତି ଜାପାନର ନାଗରିକ ପି.ଟାକାହାରା କେଞ୍ଜି । କୋଭିଡ ସଂକ୍ରମିତ ହୋଇ ଶ୍ରୀ କେଞ୍ଜି ଗତ ଜୁନ୍ ୧୯ ତାରିଖ ଦିନ ସମ୍ କୋଭିଡ୍ ହସ୍ପିଟାଲ୍‌ରେ ଭର୍ତି ହୋଇଥିଲେ । ତେବେ ସମ୍ପୂର୍ଣ୍ଣ ସୁସ୍ଥ ହୋଇ ଗତ ମଙ୍ଗଳବାର ଦିନ ସେ ହସ୍ପିଟାଲ୍‌ରୁ ଡିସ୍‌ଚାର୍ଜ ହୋଇଛନ୍ତି ।
ତାଙ୍କର ଜ୍ୱର ସହିତ ଥଣ୍ଡା ଓ କାଶ ଜନିତ ସମସ୍ୟା ରହିଥିଲା । ତେବେ ସମସ୍ତ ପ୍ରକାର ଚିକିତ୍ସା ଗ୍ରହଣ କରି ସେ ସମ୍ପୂର୍ଣ୍ଣ ସୁସ୍ଥ ହେବା ପରେ ହସ୍ପିଟାଲ୍‌ରୁ ଡିସ୍‌ଚାର୍ଜ କରାଯାଇଥିବା କହିଛନ୍ତି ତାଙ୍କୁ ଚିକିତ୍ସା କରିଥିବା ଡାକ୍ତର ।
ଏକ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ଓଡ଼ିଶା ଆସିଥିବା ବେଳେ ଜାପାନ୍‌ର ଏହି ନାଗରିକ ଜଣକ କୋଭିଡ ସଂକ୍ରମିତ ହୋଇଥିଲେ । ତେବେ ସମ୍ କୋଭିଡ ହସ୍ପିଟାଲ୍‌ର ଉତମ ଚିକିତ୍ସା ଓ ସେବା ସୁଶୃଷା ଫଳରେ ସେ ସୁସ୍ଥ ହୋଇପାରିଛନ୍ତି ଓ ଡାକ୍ତର ଏବଂ ନର୍ସମାନଙ୍କର ସେବା ନିମନ୍ତେ ସେମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ଅକ୍ଟୋବର ୧୦: ସ୍ତନ କର୍କଟ ରୋଗୀଙ୍କ ନିମନ୍ତେ ଅତ୍ୟାଧୁନିକ ଓ ପ୍ରଭାବଶାଳୀ ଚିିକିତ୍ସା ଇନ୍‌ଟରଷ୍ଟିସିଆଲ୍ ଇମ୍‌ପ୍ଲାଂଟ ବ୍ରାକିଥେରାପି ଏବେ ସ୍ଥାନୀୟ ସମ୍ ଅଲ୍ଟିମେଟ ମେଡିକେୟାରରେ ଉପଲବ୍ଧ । ଇନ୍‌ଟରଷ୍ଟିସିଆଲ୍ ବ୍ରାକିଥେରାପି ଏକ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ଅକ୍ଟୋବର ୧୦ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍‌ସେସ ଆଣ୍ଡ ସମ୍ ହସ୍ପିଟାଲ (ଫୁଲନଖରା କ୍ୟାମ୍ପସ) ପରେ ଅକ୍ଟୋବର ୯ ତାରିଖରେ ବିଶ୍ୱ ମାନସିକ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର , ଅକ୍ଟୋବର ୧୫ : କୃଷି କ୍ଷେତ୍ରରେ ଜ୍ଞାନ ଆହରଣ ଏବଂ କୃଷକମାନଙ୍କୁ ସହଜରେ କୃଷି ସମ୍ପର୍କିତ ତଥ୍ୟ ପ୍ରଦାନ କରିବା କ୍ଷେତ୍ରରେ ମିଳିତ ଭାବେ କାର୍ଯ୍ୟ କରିବା ନିମନ୍ତେ ଶିକ୍ଷା...