Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ରାୟଗଡା ବିଧାୟକ ମକରନ୍ଦ ମୁଦୁଲି

ଭୁବନେଶ୍ୱର: ରାୟଗଡା ବିଧାୟକ ଶ୍ରୀ ମକରନ୍ଦ ମୁଦୁଲି ଆଜି ନବୀନ ନିବାସ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିବା ଅବସରରେ ମୁଖ୍ୟମନ୍ତ୍ରୀ ତାଙ୍କୁ ରାଷ୍ଟ୍ରପତି ଭାବେ ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ପ୍ରାର୍ଥୀତ୍ବକୁ ସମର୍ଥନ କରିବା ପାଇଁ ଅନୁରୋଧ କରିଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଦ୍ରୌପଦୀ ମୁର୍ମୁ ଓଡିଶାର ଝିଅ। ଓଡ଼ିଶାର ସ୍ୱାଭିମାନ.ତାଙ୍କ ପାଇଁ ପ୍ରତ୍ୟେକ ଓଡିଆ ଗର୍ବିତ। ଓଡିଶାର ସବୁ ଭୋଟ ତାଙ୍କ ପାଖକୁ ଯିବା ଉଚିତ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ଓ ତାଙ୍କୁ ଭୋଟ ଦେବା ପାଇଁ ଅନୁରୋଧ କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ କୁ ସମ୍ମାନ ଜଣାଇ ଶ୍ରୀ ମୁଦୁଲି କହିଲେ ଯେ ଶ୍ରୀମତୀ ମୁର୍ମୁ
ଆମ ଆଦିବାସୀ ସମାଜର ଗର୍ବ ଓ ଗୌରବ। ତାଙ୍କୁ ସମର୍ଥନ ଦେଇ ମୁଁ ନିଜକୁ ଗୌରବାନ୍ବିତ ମନେ କରୁଛି ବୋଲି ସେ କହିଥିଲେ ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ଅକ୍ଟୋବର ୧୦: ସ୍ତନ କର୍କଟ ରୋଗୀଙ୍କ ନିମନ୍ତେ ଅତ୍ୟାଧୁନିକ ଓ ପ୍ରଭାବଶାଳୀ ଚିିକିତ୍ସା ଇନ୍‌ଟରଷ୍ଟିସିଆଲ୍ ଇମ୍‌ପ୍ଲାଂଟ ବ୍ରାକିଥେରାପି ଏବେ ସ୍ଥାନୀୟ ସମ୍ ଅଲ୍ଟିମେଟ ମେଡିକେୟାରରେ ଉପଲବ୍ଧ । ଇନ୍‌ଟରଷ୍ଟିସିଆଲ୍ ବ୍ରାକିଥେରାପି ଏକ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ଅକ୍ଟୋବର ୧୦ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍‌ସେସ ଆଣ୍ଡ ସମ୍ ହସ୍ପିଟାଲ (ଫୁଲନଖରା କ୍ୟାମ୍ପସ) ପରେ ଅକ୍ଟୋବର ୯ ତାରିଖରେ ବିଶ୍ୱ ମାନସିକ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର , ଅକ୍ଟୋବର ୧୫ : କୃଷି କ୍ଷେତ୍ରରେ ଜ୍ଞାନ ଆହରଣ ଏବଂ କୃଷକମାନଙ୍କୁ ସହଜରେ କୃଷି ସମ୍ପର୍କିତ ତଥ୍ୟ ପ୍ରଦାନ କରିବା କ୍ଷେତ୍ରରେ ମିଳିତ ଭାବେ କାର୍ଯ୍ୟ କରିବା ନିମନ୍ତେ ଶିକ୍ଷା...