Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ଖାଦ୍ୟ ସୁରକ୍ଷା ଯୋଜନାରେ କେତେ ହିତାଧିକାରୀ ଉପକୃତ ହେଉଛନ୍ତି ତାର ହିସାବ ଦେଲେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ମନ୍ତ୍ରୀ 

ଭୁବନେଶ୍ୱର: ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାରେ 93 ଲକ୍ଷ 13 ହଜାର 448 ପରିବାରର 3 କୋଟି 25 ଲକ୍ଷ 18 ହଜାର 455 ଜଣ ଯୋଡି ହୋଇଛନ୍ତି । ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ 2 ଲକ୍ଷ 61 ହଜାର 227 ପରିବାର 8 ଲକ୍ଷ 8 ହାଜର ହିତାଧିକାରୀ ସାମିଲ ହୋଇଛନ୍ତି । ୱାନ ନେସନ ୱାନ ରାସନ କାର୍ଡ ଯୋଜନାରେ 10 ହଜାର 578 ଦୋକାନ ଜରିଆରେ 1 ଲକ୍ଷ 10 ହଜାର ପରିବାର ଉପକୃତ ହେଉଛନ୍ତି ବୋଲି କହିଛନ୍ତି  ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ମନ୍ତ୍ରୀ  ଅତନୁ ସବ୍ୟସାଚୀ ନାୟକ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ଅକ୍ଟୋବର ୧୦: ସ୍ତନ କର୍କଟ ରୋଗୀଙ୍କ ନିମନ୍ତେ ଅତ୍ୟାଧୁନିକ ଓ ପ୍ରଭାବଶାଳୀ ଚିିକିତ୍ସା ଇନ୍‌ଟରଷ୍ଟିସିଆଲ୍ ଇମ୍‌ପ୍ଲାଂଟ ବ୍ରାକିଥେରାପି ଏବେ ସ୍ଥାନୀୟ ସମ୍ ଅଲ୍ଟିମେଟ ମେଡିକେୟାରରେ ଉପଲବ୍ଧ । ଇନ୍‌ଟରଷ୍ଟିସିଆଲ୍ ବ୍ରାକିଥେରାପି ଏକ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ଅକ୍ଟୋବର ୧୦ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍‌ସେସ ଆଣ୍ଡ ସମ୍ ହସ୍ପିଟାଲ (ଫୁଲନଖରା କ୍ୟାମ୍ପସ) ପରେ ଅକ୍ଟୋବର ୯ ତାରିଖରେ ବିଶ୍ୱ ମାନସିକ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର , ଅକ୍ଟୋବର ୧୫ : କୃଷି କ୍ଷେତ୍ରରେ ଜ୍ଞାନ ଆହରଣ ଏବଂ କୃଷକମାନଙ୍କୁ ସହଜରେ କୃଷି ସମ୍ପର୍କିତ ତଥ୍ୟ ପ୍ରଦାନ କରିବା କ୍ଷେତ୍ରରେ ମିଳିତ ଭାବେ କାର୍ଯ୍ୟ କରିବା ନିମନ୍ତେ ଶିକ୍ଷା...