Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ଦ୍ରୌପଦୀଙ୍କୁ ଭୋଟ ଦେଲେ ମୋକିମ

ଭୁବନେଶ୍ୱର: ଦ୍ରୌପଦୀ ମୁର୍ମୁଙ୍କୁ ଭୋଟ ଦେଲେ କଂଗ୍ରେସ ବିଧାୟକ ମହମ୍ମଦ ମୋକିମ। କଂଗ୍ରେସ ବିଧାୟକ ମହମ୍ମଦ ମୋକିମ ଦ୍ରୌପଦୀଙ୍କୁ ଭୋଟ ଦେଇଥିବା ସୁଚନା ଦେଇଛନ୍ତି। ନିଜେ ଏନେଇ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ଦ୍ରୌପଦୀଙ୍କୁ ଭୋଟ ଦେବା ପରେ ବିଧାୟକ ମୋକିମଙ୍କ ପ୍ରତିକ୍ରିୟା- ମାଟିର ଝିଅଙ୍କୁ ଭୋଟ ଦେଲି। ମୋ ବିବେକ ହିସାବରେ ଭୋଟ ଦେଇଛି। ଓଡ଼ିଆ ହିସାବରେ ନିଷ୍ପତ୍ତି ନେଇଛନ୍ତି ବୋଲି କହିଛନ୍ତି।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ଅକ୍ଟୋବର ୧୦: ସ୍ତନ କର୍କଟ ରୋଗୀଙ୍କ ନିମନ୍ତେ ଅତ୍ୟାଧୁନିକ ଓ ପ୍ରଭାବଶାଳୀ ଚିିକିତ୍ସା ଇନ୍‌ଟରଷ୍ଟିସିଆଲ୍ ଇମ୍‌ପ୍ଲାଂଟ ବ୍ରାକିଥେରାପି ଏବେ ସ୍ଥାନୀୟ ସମ୍ ଅଲ୍ଟିମେଟ ମେଡିକେୟାରରେ ଉପଲବ୍ଧ । ଇନ୍‌ଟରଷ୍ଟିସିଆଲ୍ ବ୍ରାକିଥେରାପି ଏକ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ଅକ୍ଟୋବର ୧୦ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍‌ସେସ ଆଣ୍ଡ ସମ୍ ହସ୍ପିଟାଲ (ଫୁଲନଖରା କ୍ୟାମ୍ପସ) ପରେ ଅକ୍ଟୋବର ୯ ତାରିଖରେ ବିଶ୍ୱ ମାନସିକ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର , ଅକ୍ଟୋବର ୧୫ : କୃଷି କ୍ଷେତ୍ରରେ ଜ୍ଞାନ ଆହରଣ ଏବଂ କୃଷକମାନଙ୍କୁ ସହଜରେ କୃଷି ସମ୍ପର୍କିତ ତଥ୍ୟ ପ୍ରଦାନ କରିବା କ୍ଷେତ୍ରରେ ମିଳିତ ଭାବେ କାର୍ଯ୍ୟ କରିବା ନିମନ୍ତେ ଶିକ୍ଷା...