Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

1672 ସ୍କୁଲରେ ଅଛନ୍ତି ଜଣେ ଲେଖାଏଁ ଶିକ୍ଷକ

ଭୁବନେଶ୍ୱର: ୧୬୭୨ ଟି ସ୍କୁଲ ରେ ଜଣେ ଲେଖାଏ ଶିକ୍ଷକ । ରାଜ୍ୟରେ ୩୦ ହଜାର ୩୭୭ ପ୍ରାଥମିକ ବିଦ୍ୟାଳୟ,୧୯ହଜାର ୨୩୮ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ,୨୬୦୧ ଇଂରାଜୀ ମଧ୍ୟ ବିଦ୍ୟାଳୟ,୧୦ ହାଜର ୧୭ ଉଚ୍ଚ ବିଦ୍ୟାଳୟ ରହିଛି। ସ୍କୁଲ ଓ ଗଣଶିକ୍ଷା ବିଭାଗର ଅଧୀନରେ ଥିବା ୧୬୭୨ ଟି ସ୍କୁଲ ରେ ଜଣେ ଲେଖାଏ ଶିକ୍ଷକ। ସର୍ବାଧିକ ମୟୂରଭଞ୍ଜ ୧୭୧ ଟି ସ୍କୁଲ ରେ  ଜଣେ ଲେଖାଏ ଶିକ୍ଷକ ଅଛନ୍ତି। ।ତଳକୁ ଗଞ୍ଜାମ ଜିଲ୍ଲାରେ ୧୩୪ ସ୍କୁଲ ରେ ଜଣେ ଲେଖାଏ ଶିକ୍ଷକ ଅଛନ୍ତି।

୪୩୫ ଟି ସରକାରୀ ଅନୁଦାନ ପ୍ରାପ୍ତ ସ୍କୁଲ ରେ ଜଣେ ଲେଖାଏ ଶିକ୍ଷକ ଅଛନ୍ତି।୨୧୦୭ ସରକାରୀ ଅନୁଦାନ ପ୍ରାପ୍ତ ଓ ଗଣଶିକ୍ଷା ଅଧୀନରେ ଥିବା ବିଦ୍ୟାଳୟରେ ଜଣେ ଲେଖାଏଁ ଶିକ୍ଷକ ଅଛନ୍ତି  ବୋଲି  ବିଧାୟକ ଗଣେଶ ରାମ ଖୁଣ୍ଟିଆ ପ୍ରଶ୍ନ ଉତ୍ତର ରେ ଗଣଶିକ୍ଷା ମନ୍ତ୍ରୀ  ଲିଖିତ ଉତ୍ତର ଦେଉଛନ୍ତି।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ଅକ୍ଟୋବର ୧୦: ସ୍ତନ କର୍କଟ ରୋଗୀଙ୍କ ନିମନ୍ତେ ଅତ୍ୟାଧୁନିକ ଓ ପ୍ରଭାବଶାଳୀ ଚିିକିତ୍ସା ଇନ୍‌ଟରଷ୍ଟିସିଆଲ୍ ଇମ୍‌ପ୍ଲାଂଟ ବ୍ରାକିଥେରାପି ଏବେ ସ୍ଥାନୀୟ ସମ୍ ଅଲ୍ଟିମେଟ ମେଡିକେୟାରରେ ଉପଲବ୍ଧ । ଇନ୍‌ଟରଷ୍ଟିସିଆଲ୍ ବ୍ରାକିଥେରାପି ଏକ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ଅକ୍ଟୋବର ୧୦ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍‌ସେସ ଆଣ୍ଡ ସମ୍ ହସ୍ପିଟାଲ (ଫୁଲନଖରା କ୍ୟାମ୍ପସ) ପରେ ଅକ୍ଟୋବର ୯ ତାରିଖରେ ବିଶ୍ୱ ମାନସିକ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର , ଅକ୍ଟୋବର ୧୫ : କୃଷି କ୍ଷେତ୍ରରେ ଜ୍ଞାନ ଆହରଣ ଏବଂ କୃଷକମାନଙ୍କୁ ସହଜରେ କୃଷି ସମ୍ପର୍କିତ ତଥ୍ୟ ପ୍ରଦାନ କରିବା କ୍ଷେତ୍ରରେ ମିଳିତ ଭାବେ କାର୍ଯ୍ୟ କରିବା ନିମନ୍ତେ ଶିକ୍ଷା...