Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ମୁଖ୍ୟମନ୍ତ୍ରୀ ହସ୍ତକ୍ଷେପ କଲେ, ବସ ଚଳାଚଳ ସ୍ବାଭାବିକ ହେଲା

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶ କ୍ରମେ କୋରାପୁଟ ଜିଲ୍ଲା ପ୍ରଶାସନ, ଜିଲ୍ଲାର ବସ ମାଲିକ ସଂଘ ଓ କର୍ମଚାରୀ ସଂଘ ସହ ଆଲୋଚନା କରିଛନ୍ତି ।

ଉଭୟ ସଂଘ ମଧ୍ୟରେ ଉପୁଜିଥିବା ବିବାଦ ଯୋଗୁଁ ଜିଲ୍ଲାରେ ବସ ଚଳାଚଳରେ ବ୍ୟାଘାତ ଘଟିଥିଲା ଓ ଯାତ୍ରୀମାନେ ଅସୁବିଧାର ସମ୍ମୁଖୀନ ହେଉଥିଲେ l

ଉଭୟ ସଂଘ ମଧ୍ୟରେ ଆଲୋଚନା ଓ ବୁଝାମଣା ଫଳରେ ଏବେ କୋରାପୁଟ ଜିଲ୍ଲାରେ ବସ ଚଳାଚଳ ସ୍ବାଭାବିକ ହୋଇଛି ।

ସାଧାରଣ ଯାତ୍ରୀଙ୍କ ସ୍ୱାର୍ଥକୁ ସର୍ବଦା ପ୍ରାଧାନ୍ୟ ଦେବାକୁ ପରିବହନ ବିଭାଗ, ଉଭୟ ସଂଘ ଓ ଜିଲ୍ଲା ପ୍ରଶାସନକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଆଜି ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଥିଲା । ବୈଠକରେ ତିନୋଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବରେ ମୋହର ବାଜିଛି । ତିନୋଟି ପ୍ରସ୍ତାବ ମଧ୍ୟରୁ ସରକାରୀ...

ଓଡ଼ିଶା ନ୍ୟୁଜ

ରାଜ୍ୟର କୋଣ ଅନୁକୋଣରେ ‘ସୁଭଦ୍ରା’ ପାଇଁ ଉତ୍ସାହ ବଢିଚାଲିଛି  #subhadra, #gharegharesubhadra ହେଉଛି ଭାଇରାଲ  ସମଗ୍ର ରାଜ୍ୟରେ ଆଜି ସୁଦ୍ଧା ୪୫ ଲକ୍ଷ ଫର୍ମ ହେଲାଣି ପଞ୍ଜିକରଣ  ‘ଘରେ...

ଓଡ଼ିଶା ନ୍ୟୁଜ

   ସୁଭଦ୍ରା ଯୋଜନାର କ୍ରିୟାନ୍ୱୟନର ବଡ଼ ଦାୟିତ୍ୱ ପ୍ରଭାତୀଙ୍କ ମହିଳା ଓ ଶିଶୁ କଲ୍ୟାଣ ବିଭାଗ ହାତରେ  ସୁଭଦ୍ରାକୁ ନେଇ ନିମାପଡାରେ ପ୍ରବଳ ଉତ୍ସାହ ଓ ଉଦ୍ଦୀପନା  ପ୍ରଭାତୀଙ୍କୁ...