Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ବାଲେଶ୍ଵରରେ ଶାନ୍ତି ଫେରାଇ ଆଣିବାକୁ ମୁଖ୍ୟମନ୍ତ୍ରୀଙ୍କ ଅପିଲ

ଭୁବନେଶ୍ୱର: ବାଲେଶ୍ଵର ରେ ଆଜି ଘଟିଥିବା ଗୋଷ୍ଠୀ ଗତ ଉତ୍ତେଜନା ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ବାଲେଶ୍ଵର ଜିଲ୍ଲାପାଳଙ୍କ ସହ ଆଲୋଚନା କରି ପରିସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ଦୃଢ଼ ନିର୍ଦ୍ଦେଶ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କୌଣସି ପରିସ୍ଥିତିରେ ଶାନ୍ତି ଶୃଙ୍ଖଳା ବ୍ୟାହତ ହେବାକୁ ଦିଆ ଯିବ ନାହିଁ। ଓଡ଼ିଶା ଏକ ଶାନ୍ତି ପ୍ରିୟ ରାଜ୍ୟ । ଭାଇଚାରା ବଜାୟ ରଖି ସମସ୍ତେ ଶାନ୍ତି ଶୃଙ୍ଖଳା ବଜାୟ ରଖିବାକୁ ସେ ସମସ୍ତଙ୍କୁ ନିବେଦନ କରିଛନ୍ତି।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ଅକ୍ଟୋବର ୧୦: ସ୍ତନ କର୍କଟ ରୋଗୀଙ୍କ ନିମନ୍ତେ ଅତ୍ୟାଧୁନିକ ଓ ପ୍ରଭାବଶାଳୀ ଚିିକିତ୍ସା ଇନ୍‌ଟରଷ୍ଟିସିଆଲ୍ ଇମ୍‌ପ୍ଲାଂଟ ବ୍ରାକିଥେରାପି ଏବେ ସ୍ଥାନୀୟ ସମ୍ ଅଲ୍ଟିମେଟ ମେଡିକେୟାରରେ ଉପଲବ୍ଧ । ଇନ୍‌ଟରଷ୍ଟିସିଆଲ୍ ବ୍ରାକିଥେରାପି ଏକ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ଅକ୍ଟୋବର ୧୦ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍‌ସେସ ଆଣ୍ଡ ସମ୍ ହସ୍ପିଟାଲ (ଫୁଲନଖରା କ୍ୟାମ୍ପସ) ପରେ ଅକ୍ଟୋବର ୯ ତାରିଖରେ ବିଶ୍ୱ ମାନସିକ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର , ଅକ୍ଟୋବର ୧୫ : କୃଷି କ୍ଷେତ୍ରରେ ଜ୍ଞାନ ଆହରଣ ଏବଂ କୃଷକମାନଙ୍କୁ ସହଜରେ କୃଷି ସମ୍ପର୍କିତ ତଥ୍ୟ ପ୍ରଦାନ କରିବା କ୍ଷେତ୍ରରେ ମିଳିତ ଭାବେ କାର୍ଯ୍ୟ କରିବା ନିମନ୍ତେ ଶିକ୍ଷା...