ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ହେଲେ ଅରିନ୍ଦମ ଡାକୁଆ ଭୁବନେଶ୍ୱର:କଟକ ଜିଲ୍ଲାପାଳ ଶ୍ରୀ ଅରିନ୍ଦମ ଡାକୁଆ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ପାଇଛନ୍ତି। ସେହିପରି ଜଗତସିଂହପୁର ଜିଲ୍ଲାପାଳ ଶ୍ରୀ ଅନୁପମ ଶାହାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଭାବେ ନିଯୁକ୍ତି ଦିଆ ଯାଇଛି।