ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନୂଆ ଏଜି ଭୁବନେଶ୍ୱର: ଆଡଭୋକେଟ ଜେନେରାଲ ଶ୍ରୀ ପିତାମ୍ବର ଆଚାର୍ଯ୍ୟ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ସୌଜନ୍ୟ ମୂଳକ ସାକ୍ଷାତ କରିଛନ୍ତି। ଆଇନ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଉପସ୍ଥିତ ଥିଲେ।