ପରଲୋକରେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ

ନୂଆଦିଲ୍ଲୀ: ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂଙ୍କ ପରଲୋକ ହୋଇଛି। ମୃତ୍ୟୁବେଳକୁ ତାଙ୍କୁ ୯୨ ବର୍ଷ ହୋଇଥିଲା । ଆଜି ନିଶ୍ବାସ ନେବାରେ କଷ୍ଟ ହେବାରୁ ତାଙ୍କୁ ଏମ୍ସରେ ଭର୍ତ୍ତି କରାଯାଇଥିଲା । ସେଠାରେ ତାଙ୍କର ପରଲୋକ ହୋଇଥିଲା । ରାତି ୮ଟା ୬ ମିନିଟରେ ତାଙ୍କୁ ଏମ୍ସରେ ଭର୍ତ୍ତି କରାଯାଇଥିଲା ଓ ଏମ୍ସ ପକ୍ଷରୁ ରାଜି ୯ଟା ୫୧ ମିନିଟରେ ତାଙ୍କୁ ମୃତ ଘୋଷଣା କରାଯାଇଥିଲା । 

Leave a Comment

Your email address will not be published. Required fields are marked *

Scroll to Top