ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଗୌତମ ଆଦାନୀ ଭୁବନେଶ୍ୱର: ରାଜ୍ୟ ଅତିଥି ଭବନରେ ଆଦାନୀ ଗ୍ରୁପର ଅଧ୍ୟକ୍ଷ ଶ୍ରୀ ଗୌତମ ଆଦାନୀ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ସହିତ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି।