ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କଲେ ସୋଆ ବିଶ୍ଵବିଦ୍ୟାଳୟର ପ୍ରତିଷ୍ଠାତା ସଭାପତି ପ୍ରଫେସର ଡକ୍ଟର ମନୋଜରଞ୍ଜନ ନାୟକ
ଭୁବନେଶ୍ଵର, ଜୁଲାଇ ୩: ବୁଧବାର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ସୋଆ ବିଶ୍ବବିଦ୍ୟାଳୟର ପ୍ରତିଷ୍ଠାତା ସଭାପତି ପ୍ରଫେସର ଡକ୍ଟର ମନୋଜରଞ୍ଜନ ନାୟକ […]










