Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ଫୁଟିଲା ଓମିକ୍ରନ ବମ, ଆଜି ୧୪୫ ଜଣ ଓମିକ୍ରନ ଆକ୍ରନ୍ତ ଚିହ୍ନଟ,

ଭୁବନେଶ୍ୱର: ଆଜି ରାଜ୍ୟର ୧୪୫ ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ରାଜ୍ୟରେ ୩୪୭ ଛୁଇଁଲା। ଆଇ ଏଲ ଏସ କୁ ଲୋକଲରୁ 249ଟି ସମ୍ପୁଲ ଜେନ ମ ସିକୁଏନ୍ସିଙ୍ଗ ପାଇଁ ପଠାଇଥିଲା ସେଥିରୁ ୧୪୫ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ଆଇ ଏଲ ଏସ ପକ୍ଷରୁ ସ୍ଵାସ୍ଥ୍ୟ ବିଭାଗକୁ ସୂଚନା ଦିଆଯାଇଛି।

ପୂର୍ବରୁ ରାଜ୍ୟରେ ପ୍ରଥମ ଭାବେ ଡିସେମ୍ବର ୨୧ ତାରିଖରେ ୨ ଜଣ ଓମିକ୍ରନ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ପରେ ଡିସେମ୍ବର ୨୩ ତାରିଖରେ ଆଉ ୨ ଜଣ ଓମିକ୍ରନ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ୨୬ ତାରିଖରେ ଆଉ ୪ ଜଣ, ୨୯ ତାରିଖରେ ଜଣେ, ୩୦ ତାରିଖରେ ୫ ଜଣ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ଜାନୁଆରୀ ୨ ତାରିଖରେ ୨୩ ଜଣ, ୫ ତାରିଖରେ ୨୪ ଜଣ, ୮ ତାରିଖରେ ୧୪ ଜଣ, ୧୨ ତାରିଖରେ ୬୭ ଜଣ ଏବଂ ଜାନୁଆରୀ ୧୫ ତାରିଖରେ ୩୨ଜଣ ଓମିକ୍ରନ୍ ସଂକ୍ରମିତ ଚିହ୍ନଟ ହୋଇଥିଲେ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ଦୀର୍ଘ ତିନି ଦଶନ୍ଧି ଧରି ଭୁବନେଶ୍ୱର ୟୁନିଟ୍ -୩ ଠାରେ ଅନୁଷ୍ଠିତ ହୋଇଆସୁଥିବା ଗଜଲକ୍ଷ୍ମୀ ପୂଜାର ଏହା ହେଉଛି ୩୧ତମ ପୂଜା ଉତ୍ସବ । ଏଣୁ ଏହାକୁ ସହରର ଅନ୍ୟ ସମସ୍ତ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ସମ୍ଭାବ୍ୟ ବାତ୍ୟା ପରିସ୍ଥିତିର ମୁକାବିଲା ପାଇଁ ଏକ ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରି ‘ଜିରୋ କାଜୁଆଲ୍‌ଟି’ ସୁନିଶ୍ଚିତ କରିବାକୁ ପରାମର୍ଶ ଦେଇଛନ୍ତି। ଏହା...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର , ଅକ୍ଟୋବର ୨୧ : ଓଡ଼ିଶା ପ୍ରଶାସନିକ ସେବା ୨୦୨୨ର ପରୀକ୍ଷାଫଳ ନିକଟରେ ପ୍ରକାଶିତ ହୋଇଥିବା ବେଳେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍‌ଚରାଲ୍ ସାଇନ୍‌ସେସ୍ (ଆଇଏଏସ)ର...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ଅକ୍ଟୋବର ୨୧: ପ୍ଲିୟୁରୋପଲ୍‌ମୋନାରୀ (ଶ୍ୱାସ ଜନିତ) ସମସ୍ୟାର ପରୀକ୍ଷଣ ଏବଂ ଏହାର ଚିକିତ୍ସା ନିମନ୍ତେ ପଲ୍‌ମୋନାରୀ ମେଡିସିନ୍ କ୍ଷେତ୍ରରେ ମେଡିକାଲ୍ ଥୋରାକୋସ୍କୋପିର ବ୍ୟବହାର ଉପରେ ସ୍ଥାନୀୟ ସମ ଅଲ୍ଟିମେଟ ମେଡିକେୟାର ପକ୍ଷରୁ...