Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ପୁଣି ୩୨ଜଣ ଓମିକ୍ରନ ଆକ୍ରନ୍ତ ଚିହ୍ନଟ, ସଂଖ୍ୟା ୨୦୨ ଛୁଇଁଲା

ଭୁବନେଶ୍ୱର: ରାଜ୍ୟରେ ଚିହ୍ନଟ ହେଲେ ଆଉ ୩୨ ନୂଆ ଓମିକ୍ରନ୍ ସଂକ୍ରମିତ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୨୦୨କୁ ବୃଦ୍ଧି ପାଇଛି । ଆଉ ୩୨ ଓମିକ୍ରନ୍ ସଂକ୍ରମିତ ଚିହ୍ନଟ ନେଇ ସ୍ବାସ୍ଥ୍ୟ ବିଭାଗକୁ ILS ଅବଗତ କରାଯାଇଛି । ଡିସେମ୍ବର ୨୧ରେ ରାଜ୍ୟରେ ପ୍ରଥମ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ ।

ରାଜ୍ୟରେ ପ୍ରଥମ ଭାବେ ଡିସେମ୍ବର ୨୧ ତାରିଖରେ ୨ ଜଣ ଓମିକ୍ରନ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ପରେ ଡିସେମ୍ବର ୨୩ ତାରିଖରେ ଆଉ ୨ ଜଣ ଓମିକ୍ରନ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ୨୬ ତାରିଖରେ ଆଉ ୪ ଜଣ, ୨୯ ତାରିଖରେ ଜଣେ, ୩୦ ତାରିଖରେ ୫ ଜଣ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ଜାନୁଆରୀ ୨ ତାରିଖରେ ୨୩ ଜଣ, ୫ ତାରିଖରେ ୨୪ ଜଣ, ୮ ତାରିଖରେ ୧୪ ଜଣ, ୧୨ ତାରିଖରେ ୬୭ ଜଣ ଓମିକ୍ରନ୍ ସଂକ୍ରମିତ ଚିହ୍ନଟ ହୋଇଥିଲେ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ବର: କୁଲତା ସମାଜର ଲୋକମାନଙ୍କ ସୁବିଧା ପାଇଁ ପୁରୀରେ ଏକ ଧର୍ମଶାଳା ନିର୍ମାଣ କରିବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏକ ଏକର ଜମି ମଞ୍ଜୁର କରିଛନ୍ତି। ପୁରୀର ସୁନାମୁହିଁ ମଉଜାରେ ଏହି...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର:  କ୍ୟାବିନେଟ ରେ 12 ବିଭାଗର 17 ଟି ପ୍ରସ୍ତାବ ପାରିତ। ଏ ନେଇ ଗୃହକୁ ଅବଗତି କଲେ ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲିକ।     ଗତକାଲି ତା.୨୯.୧୧.୨୦୨୨ ସଂଧ୍ୟାରେ ମାନ୍ୟବର ମୁଖ୍ୟମନ୍ତ୍ରୀ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ଶୀତ ପଡିବା ଆରମ୍ଭ ହୋଇଗଲାଣି। କୋରାପୁଟ, କନ୍ଧମାଳ ଆଦି ଆଭ୍ୟନ୍ତରୀଣ ଅଞ୍ଚଳରେ ତାପମାତ୍ରରେ ବିଶେଷ ହ୍ରାସ ଘଟିବା ସହିତ ଆଗାମୀ ଦିନରେ ଶୀତର ପ୍ରକୋପ ଆହୁରି ବୃଦ୍ଧି...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର:  ଦେଶର ପଞ୍ଚଦଶ ରାଷ୍ଟ୍ରପତି ଭାବେ ଆଜି ଶପଥ ନେଇଛନ୍ତି ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ।  ଆଜି ସଂସଦ ଭବନ ସେଣ୍ଟ୍ରାଲ୍ ହଲ୍‌ରେ ଆୟୋଜିତ ସ୍ୱତନ୍ତ୍ର ଉତ୍ସବରେ ନବନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ...