Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ବନ୍ଦ ହେବ ଆମାଜନ !

ନୂଆଦିଲ୍ଲୀ:ଭାରତରେ ବନ୍ଦ ହେବାକୁ ଯାଉଛି ଆମାଜନର ସର୍ଭିସ୍ । ଆମାଜନ୍ ଇଣ୍ଡିଆ ତରଫରୁ ଏହି ଘୋଷଣା କରାଯାଇଛି । ଆସନ୍ତା ମାସ ୨୯ ତାରିଖରୁ ଭାରତରେ ବନ୍ଦ ହେବାକୁ ଯାଉଛି ଆମାଜନ ଫୁଡ୍ ସର୍ଭିସ ।

କରୋନା କାଳରେ ୨୦୨୦ରେ ଆମାଜନ ଫୁଡ୍ ସର୍ଭିସ ଲଞ୍ଚ କରାଯାଇଥିଲା । ଏହି ସର୍ଭିସ ମାଧ୍ୟରେ ଲୋକଙ୍କ ଘରେ ଖାଇବା ପହଞ୍ଚା ଯାଉଥିଲା । ଏହା ମାଧ୍ୟମରେ ଆମାଜନ୍ ସ୍ବିଗି ଓ ଜୋମାଟୋକୁ ଟକ୍କର ଦେବାକୁ ଲକ୍ଷ୍ୟ ରଖିଥିଲା । ବେଙ୍ଗାଲୁରୁରୁ ଆରମ୍ଭ ହୋଇଥିବା ଏହି ସର୍ଭିସ ପରବର୍ତ୍ତି ସମୟରେ ଦେଶର ଅନ୍ୟ ସହରରେ ଆରମ୍ଭ କରିବାକୁ ଲକ୍ଷ୍ୟ ରଖାଯାଇଥିଲା । ହେଲେ, ଏହା ଏତେ ପ୍ରଭାବଶାଳୀ ଭାବେ କାମ କରିନଥିଲା । ଏବେ କମ୍ପାନୀ ଏହାକୁ ବନ୍ଦ କରିବାକୁ ଯାଉଛି ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର ନାମ ପରିବର୍ତ୍ତନ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପ୍ରତିକ୍ରିୟା। ଏ ନେଇ ଗଣମାଧ୍ୟମରୁ ଜାଣିଲି। ବିଜୁ ବାବୁଙ୍କ ନାଁରେ ଯେଉଁ ଦୀର୍ଘ ଦିନରୁ ପୁରସ୍କାର ଦିଆଯାଉଛି,...

ବିଜିନେସ

ଭୁବନେଶ୍ଵର, ୧୮/୦୭/୨୦୨୪:ପୂର୍ବ ବର୍ଷ ପରି ପବିତ୍ର ରଥଯାତ୍ରାରେ ଭକ୍ତମାନଙ୍କ ସେବା କରିବାର ପରମ୍ପରାକୁ ବଜାୟ ରଖି ଅଗ୍ରଣୀ ଇସ୍ପାତ ନିର୍ମାତା ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି)ର ସାମାଜିକ ଶାଖା ଜେଏସପି ଫାଉଣ୍ଡେସନ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୯/୦୭: ଉତର ପଶ୍ଚିମ ଏବଂ ତତ୍‌ସଂଲଗ୍ନ ପଶ୍ଚିମ ମଧ୍ୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶୁକ୍ରବାର ଅବପାତରେ ପରିଣତ ହୋଇଥିବା ବେଳେ ଗୋପାଳପୁର ଠାରୁ ପୂର୍ବ ଦିଗରେ ଦକ୍ଷିଣ ଓଡ଼ିଶା ଓ...

ଅପରାଧ

କୃଷି ହିଁ ମନୁଷ୍ୟକୁ ରୋଜଗାରକ୍ଷମ କରାଇପାରିବ ଏବଂ ଜୀବିକା ପାଇଁ ଭିଟାମାଟି ଛାଡ଼ିବାକୁ ପଡ଼ିବ ନାହିଁ ବୋଲି କହିଛନ୍ତି ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକବର୍ଦ୍ଧନ ସିଂହଦେଓ । ଶିକ୍ଷା ଓ ଅନୁସନ୍ଧାନ (ସୋଆ)...