Connect with us

Hi, what are you looking for?

Uncategorized

ଡିସିପି ଅଫିସ ସିଲ

ଭୁବନେଶ୍ୱର: ସିଲ ହେଲା ଭୁବନେଶ୍ୱର ଡିସିପି ଅଫିସ । ବିଏମ ସି ସିଲ କରିଛି। ଡିସିପି ଅଫିସର 20 ଜଣ କୋଭିଡ ଟେଷ୍ଟ କରାଯାଇଥିଲା। ସେଥିରୁ 4ଜଣଙ୍କର ପିଜେଟିଭ ବାହାରିଛି। ଆଗକୁ ଆହୁରି ପିଜେଟିଭ ବାହାରିବେ ବୋଲି ଆଶଙ୍କା ରହିଛି। ସେଥିପାଇଁ ଡିସିପି ଅଫିସକୁ ଦୁଇ ଦିନ ପାଇଁ ସିଲ କରିବା ସହିତ କଣ୍ଟେନ ମେଣ୍ଟ ଜୋନ ଭାବେ ଘୋଷଣା କରିଛି ବିଏମ ସି। ଆଜି ସକାଳେ 11ଟା ବେଳେବ ବିଏମ୍ସିର ଗୋଟିଏ ଟିମ ଯାଇ ଅଫିସ ସିଲ କରିବା ସହିତ କଣ୍ଟେନ ମେଣ୍ଟ ଜୋ ନ ବୋଲି ଘୋଷଣା କରିଛି।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର , ଅକ୍ଟୋବର ୧୫ : କୃଷି କ୍ଷେତ୍ରରେ ଜ୍ଞାନ ଆହରଣ ଏବଂ କୃଷକମାନଙ୍କୁ ସହଜରେ କୃଷି ସମ୍ପର୍କିତ ତଥ୍ୟ ପ୍ରଦାନ କରିବା କ୍ଷେତ୍ରରେ ମିଳିତ ଭାବେ କାର୍ଯ୍ୟ କରିବା ନିମନ୍ତେ ଶିକ୍ଷା...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ଦୀର୍ଘ ତିନି ଦଶନ୍ଧି ଧରି ଭୁବନେଶ୍ୱର ୟୁନିଟ୍ -୩ ଠାରେ ଅନୁଷ୍ଠିତ ହୋଇଆସୁଥିବା ଗଜଲକ୍ଷ୍ମୀ ପୂଜାର ଏହା ହେଉଛି ୩୧ତମ ପୂଜା ଉତ୍ସବ । ଏଣୁ ଏହାକୁ ସହରର ଅନ୍ୟ ସମସ୍ତ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ସମ୍ଭାବ୍ୟ ବାତ୍ୟା ପରିସ୍ଥିତିର ମୁକାବିଲା ପାଇଁ ଏକ ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରି ‘ଜିରୋ କାଜୁଆଲ୍‌ଟି’ ସୁନିଶ୍ଚିତ କରିବାକୁ ପରାମର୍ଶ ଦେଇଛନ୍ତି। ଏହା...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର , ଅକ୍ଟୋବର ୨୧ : ଓଡ଼ିଶା ପ୍ରଶାସନିକ ସେବା ୨୦୨୨ର ପରୀକ୍ଷାଫଳ ନିକଟରେ ପ୍ରକାଶିତ ହୋଇଥିବା ବେଳେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍‌ଚରାଲ୍ ସାଇନ୍‌ସେସ୍ (ଆଇଏଏସ)ର...