Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର ମେୟର ପଦବୀ ପାଇଁ ନାମାଙ୍କନ ପତ୍ର ଭରିଲେ ବିଜେଡି ପ୍ରାର୍ଥୀ ସୁଲୋଚନା ଦାସ

ଭୁବନେଶ୍ୱର: ପୌର ନିର୍ବାଚନ ପାଇଁ ଆଜି ଥିଲା ନାମାଙ୍କନ ପତ୍ର ଭରିବାର ଶେଷ ତାରିଖ।  ସେଥିପାଇଁ ଆଜି ଭୁବନେଶ୍ବର ମହାନଗର ନିଗମ  ମେୟର ପାଇଁ ବିଜେଡି ପ୍ରାର୍ଥୀ ଭବେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ସୁଲୋଚନା ଦାସ।   ଆଜି ବିରାଟ ପଟୁଆରରେ  ମନ୍ତ୍ରୀ ଅଶୋକ ପଣ୍ଡା, ମଧ୍ୟମ ବିଧାୟକ ଅନନ୍ତ ନାରାୟଣ ଜେନା ଏବଂ ଉତ୍ତର ବିଧାୟକ ତଥା ଭୁବନେଶ୍ୱର ଜିଲ୍ଲା ସଭାପତି ସୁଶାନ୍ତ ରାଉତଙ୍କ ସହିତ ଆସି ନାମାଙ୍କନ ପତ୍ର ଦାଖଲ କରିଛନ୍ତି।   ପ୍ରାର୍ଥୀପତ୍ର ଦାଖଲ ଶୋଭଯାତ୍ରା ଜରିଆରେ ବିଜେଡି ତାର ଶକ୍ତି ପ୍ରଦର୍ଶନ କରିଥିଲା।   ଲୋକଙ୍କ ଭିଡ଼ କୁ   ଦେଖି  ବିଜେଡି ପ୍ରାର୍ଥୀ ସୁଲୋଚନା ଦାସ କହିଛନ୍ତି ଭିଡକୁ ଦେଖିଲେ ବିଜେଡିର ବିଜୟ ଏକତରଫା ହେବ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ଦୀର୍ଘ ତିନି ଦଶନ୍ଧି ଧରି ଭୁବନେଶ୍ୱର ୟୁନିଟ୍ -୩ ଠାରେ ଅନୁଷ୍ଠିତ ହୋଇଆସୁଥିବା ଗଜଲକ୍ଷ୍ମୀ ପୂଜାର ଏହା ହେଉଛି ୩୧ତମ ପୂଜା ଉତ୍ସବ । ଏଣୁ ଏହାକୁ ସହରର ଅନ୍ୟ ସମସ୍ତ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ସମ୍ଭାବ୍ୟ ବାତ୍ୟା ପରିସ୍ଥିତିର ମୁକାବିଲା ପାଇଁ ଏକ ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରି ‘ଜିରୋ କାଜୁଆଲ୍‌ଟି’ ସୁନିଶ୍ଚିତ କରିବାକୁ ପରାମର୍ଶ ଦେଇଛନ୍ତି। ଏହା...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର , ଅକ୍ଟୋବର ୨୧ : ଓଡ଼ିଶା ପ୍ରଶାସନିକ ସେବା ୨୦୨୨ର ପରୀକ୍ଷାଫଳ ନିକଟରେ ପ୍ରକାଶିତ ହୋଇଥିବା ବେଳେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍‌ଚରାଲ୍ ସାଇନ୍‌ସେସ୍ (ଆଇଏଏସ)ର...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ଅକ୍ଟୋବର ୨୧: ପ୍ଲିୟୁରୋପଲ୍‌ମୋନାରୀ (ଶ୍ୱାସ ଜନିତ) ସମସ୍ୟାର ପରୀକ୍ଷଣ ଏବଂ ଏହାର ଚିକିତ୍ସା ନିମନ୍ତେ ପଲ୍‌ମୋନାରୀ ମେଡିସିନ୍ କ୍ଷେତ୍ରରେ ମେଡିକାଲ୍ ଥୋରାକୋସ୍କୋପିର ବ୍ୟବହାର ଉପରେ ସ୍ଥାନୀୟ ସମ ଅଲ୍ଟିମେଟ ମେଡିକେୟାର ପକ୍ଷରୁ...