Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡି ନେତାଙ୍କ କାନରେ ମନ୍ତ୍ର ଫୁଙ୍କିଲେ ନବୀନ

ଭୁବନେଶ୍ୱର: ମିଛ ପ୍ରଚାରର ଜବାବ ଦିଅ। ସରକାରଙ୍କ ସଫଳତା ଲୋକଙ୍କ ପାଖରେ ପହଞ୍ଚାଅ। ପଞ୍ଚାୟତ ନିର୍ବାଚନ ନେଇ ବସିଥିବା ଭରଚୁଆଲ ବୈଠକରେ ବିଜେଡି ନେତାଙ୍କ କାନରେ ଏମିତି ମନ୍ତ୍ର ଫୁଙ୍କିଛନ୍ତି ନବୀନ। ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଥିଲେ ଯେ ମୁଁ ଜାଣିଛି ଆପଣମାନେ ପଞ୍ଚାୟତ ନିର୍ବାଚନରେ ପୂରାପୂରି ସାମିଲ ହୋଇ ଦଳର ପ୍ରାର୍ଥୀଙ୍କ ବିଜୟ ପାଇଁ କାମ କରୁଛନ୍ତି । ଏହି ସମୟରେ ମୁଁ ଆପଣଙ୍କୁ କିଛି କହିବାକୁ ଚାହୁଁଛି । କୋଭିଡ ମହାମାରୀର ତୃତୀୟ ଲହର ଚାଲିଛି । ମୋର ଅନୁରୋଧ ଆପଣମାନେ କୋଭିଡ ନିୟମ
ପାଳନ କରିବେ । ଆପଣଙ୍କର ଜୀବନ ମୋ ପାଇଁ ମୂଲ୍ୟବାନ ଅଟେ । ଆପଣମାନେ ଜାଣି ଖୁସି ହେବେ ଯେ
ଓଡିଶା ଆଜି ସାରା ଭାରତ ବର୍ଷରେ କୋଭିଡ ମୁକାବିଲାରେ ଏକ ନମ୍ବର ହୋଇଛି । ଲୋକଙ୍କ ଜୀବନ ବଞ୍ଚାଇବାରେ ସକ୍ଷମ ହୋଇଛି । ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ସ୍ମାର୍ଟ କାର୍ଡ ଲୋକଙ୍କ ମନରେ ଆଶା ଓ ବିଶ୍ୱାସ ସୃଷ୍ଟି କରିଛି । ବିଜେଡି ସରକାରଙ୍କ ଏଭଳି ଯୁଗାନ୍ତକାରୀ ପଦକ୍ଷେପ ଭାରତରେ ପ୍ରଥମ । ଏହି କଠିନ କୋଭିଡ ମହାମାରୀ ସମୟରେ ମହିଳାମାନଙ୍କୁ ମିଶନ ଶକ୍ତି, ମା’ମାନଙ୍କୁ ପ୍ରାୟ ୧୦,୦୦୦ କୋଟି ଟଙ୍କାର ଋଣ ସହାୟତା ବିନା ସୁଧରେ ଆପଣଙ୍କ ବିଜେଡି ସରକାର ଦେଇଛି । ଲକ୍ଷ ଲକ୍ଷ ଭୂମିହୀନ ଚାଷୀଙ୍କ ପାଇଁ ୧୦,୦୦୦ ଟଙ୍କା କାଳିଆ
ଯୋଜନାରେ ସହାୟତା ଦେଇଛି ବିଜେଡି ସରକାର ।

ରାସନକାର୍ଡ ଥିବା ସବୁ ପରିବାରକୁ ଆର୍ଥିକ ସହାୟତା, ଗ୍ରାମାଞ୍ଚଳ ପକ୍କାଘର ଯୋଜନାରେ ଘର ମରାମତି ପାଇଁ ସହାୟତା, ଯୋଗ୍ୟ ତାଲିକାଭୁକ୍ତ ଘର ପାଇନଥିବା ପରିବାରଙ୍କୁ ସହାୟତା ଭଳି ଅଗ୍ରଣୀ ପଦକ୍ଷେପ ଗ୍ରହଣ କରି ବିଜେଡି ସରକାର ଅନ୍ୟମାନଙ୍କୁ ବାଟ ଦେଖାଇଛି। ଜଳସେଚନ, ଶିକ୍ଷା ଭିତ୍ତିଭୂମି, ଶିଳ୍ପ, ଜନଜାତିଙ୍କ କଲ୍ୟାଣ ସବୁ କ୍ଷେତ୍ରରେ ଆଜି ଓଡିଶା ଅଗ୍ରଣୀ ରାଜ୍ୟ ହୋଇଛି । ମୋ ସରକାର କାର୍ଯ୍ୟକ୍ରମ ସରକାରରେ ସାଧାରଣ ଲୋକଙ୍କର ଭାଗି ଜାଣିଛୁ ଓଡିଶାବାସୀ ବିଜେଡିକୁ ଭଲ ପାଆନ୍ତି ଓ ସବୁ ନିର୍ବାଚନ ପାଖରେ କିଛି ବି ପ୍ରସଙ୍ଗ ନାହିଁ । ସେମାନେ ମିଛ ପ୍ରଚାରକୁ ଅସ୍ତ୍ର କରିବେ । ତେଣୁ ଆପଣମାନେ ସରକାରଙ୍କ ସଫଳତାକୁ ଲୋକଙ୍କ ପାଖରେ ପହଞ୍ଚାନ୍ତୁ । ବିରୋଧିଙ୍କ ମିଛ ପ୍ରଚାରର ସଠିକ ଜବାବ ଦେବାକୁ ଅନୁରୋଧ । ଆପଣମାନେ ଆମ ସରକାରଙ୍କ ସଫଳତାକୁ ଲୋକଙ୍କ ପାଖରେ ପହଞ୍ଚାଇ ବହୁଳ ପରିମାଣରେ ଲୋକଙ୍କ ଆର୍ଶୀବାଦ ଆଣିବେ । ଏଥିରେ ମୋର ପୂରା ବିଶ୍ୱାସ ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ମୁୁୁଖମନ୍ତ୍ରୀଙ୍କ ଅଭିବାଦ ନ ପରେ ସଂଗଠନ ସମ୍ପାଦକ ଶ୍ରୀ ପ୍ରଣବ ପ୍ରକାଶ ଦାସ ଧନ୍ୟବାଦ ଦେଇଥିଲେ।
ଏହି ବୈଠକରେ ଦଳୀୟ ବିଧାୟକ, ପର୍ଯ୍ୟବେକ୍ଷକ ଏବଂ ଜିଲ୍ଲା ସଭାପତିମାନଙ୍କ ସହିତ ବରିଷ୍ଠ କର୍ମକର୍ତ୍ତାମାନେ ଉପସ୍ଥିତ ଥିଲେ ।

ରାସନକାର୍ଡ ଥିବା ସବୁ ପରିବାରକୁ ଆର୍ଥିକ ସହାୟତା, ଗ୍ରାମାଞ୍ଚଳ ପକ୍କାଘର ଯୋଜନାରେ ଘର ମରାମତି
ପାଇଁ ସହାୟତା, ଯୋଗ୍ୟ ତାଲିକାଭୁକ୍ତ ଘର ପାଇନଥିବା ପରିବାରଙ୍କୁ ସହାୟତା ଭଳି ଅଗ୍ରଣୀ ପଦକ୍ଷେପ
ଗ୍ରହଣ କରି ବିଜେଡି ସରକାର ଅନ୍ୟମାନଙ୍କୁ ବାଟ ଦେଖାଇଛି।
ଜଳସେଚନ, ଶିକ୍ଷା ଭିତ୍ତିଭୂମି, ଶିଳ୍ପ, ଜନଜାତିଙ୍କ କଲ୍ୟାଣ ସବୁ କ୍ଷେତ୍ରରେ ଆଜି ଓଡିଶା ଅଗ୍ରଣୀ ରାଜ୍ୟ ହୋଇଛି । ମୋ ସରକାର କାର୍ଯ୍ୟକ୍ରମ ସରକାରରେ ସାଧାରଣ ଲୋକଙ୍କର ଭାଗି ଜାଣିଛୁ ଓଡିଶାବାସୀ ବିଜେଡିକୁ ଭଲ ପାଆନ୍ତି ଓ ସବୁ ନିର୍ବାଚନ ପାଖରେ କିଛି ବି ପ୍ରସଙ୍ଗ ନାହିଁ । ସେମାନେ ମିଛ ପ୍ରଚାରକୁ ଅସ୍ତ୍ର କରିବେ । ତେଣୁ ଆପଣମାନେ ସରକାରଙ୍କ ସଫଳତାକୁ ଲୋକଙ୍କ ପାଖରେ ପହଞ୍ଚାନ୍ତୁ । ବିରୋଧିଙ୍କ ମିଛ ପ୍ରଚାରର ସଠିକ ଜବାବ ଅନୁରୋଧ ଆପଣମାନେ ଆମ ସରକାରଙ୍କ ସଫଳତାକୁ ଲୋକଙ୍କ ପାଖରେ ପହଞ୍ଚାଇ ବହୁଳ ପରିମାଣରେ ଲୋକଙ୍କ ଆର୍ଶୀବାଦ ଆଣିବେ । ଏଥିରେ ମୋର ପୂରା ବିଶ୍ୱାସ ରହିଛି । ମୁଖ୍ୟମନ୍ତ୍ରୀଙ୍କ ଅଭିବାଦ ନ ନୋରର ସଂଗଠନ ସମ୍ପାଦକ ଶ୍ରୀ ଦାସ ଧନ୍ୟବା
ରାସନକାର୍ଡ ଥିବା ସବୁ ପରିବାରକୁ ଆର୍ଥିକ ସହାୟତା, ଗ୍ରାମାଞ୍ଚଳ ପକ୍କାଘର ଯୋଜନାରେ ଘର ମରାମତି
ପାଇଁ ସହାୟତା, ଯୋଗ୍ୟ ତାଲିକାଭୁକ୍ତ ଘର ପାଇନଥିବା ପରିବାରଙ୍କୁ ସହାୟତା ଭଳି ଅଗ୍ରଣୀ ପ
ଗ୍ରହଣ କରି ବିଜେଡି ସରକାର ଅନ୍ୟମାନଙ୍କୁ ବାଟ ଦେଖାଇଛି ।
ଜଳସେଚନ, ଶିକ୍ଷା ଭିତ୍ତିଭୂମି, ଶିଳ୍ପ, ଜନଜାତିଙ୍କ କଲ୍ୟାଣ ସବୁ କ୍ଷେତ୍ରରେ ଆଜି ଓଡିଶା ଅଗ୍ରଣୀ ରାଜ୍ୟ
ହୋଇଛି । ମୋ ସରକାର କାର୍ଯ୍ୟକ୍ରମ ସରକାରରେ ସାଧାରଣ ଲୋକଙ୍କର ଭାଗିଦାରୀ ଆଣିଛି । ଆମେ ସମସ୍ତେ
ଜାଣିଛୁ ଓଡିଶାବାସୀ ବିଜେଡିକୁ ଭଲ ପାଆନ୍ତି ଓ ସବୁ ନିର୍ବାଚନରେ ଆର୍ଶୀବାଦ କରିଆସିଛନ୍ତି । ବିରୋଧି
ପାଖରେ କିଛି ବି ପ୍ରସଙ୍ଗ ନାହିଁ । ସେମାନେ ମିଛ ପ୍ରଚାରକୁ ଅସ୍ତ୍ର କରିବେ । ତେଣୁ ଆପଣମାନେ ସରକାରଙ୍କ
ସଫଳତାକୁ ଲୋକଙ୍କ ପାଖରେ ପହଞ୍ଚାନ୍ତୁ । ବିରୋଧିଙ୍କ ମିଛ ପ୍ରଚାରର ସଠିକ ଜବାବ
ଅନୁରୋଧ ଆପଣମାନେ ଆମ ସରକାରଙ୍କ ସଫଳତାକୁ ଲୋକଙ୍କ ପାଖରେ ପହଞ୍ଚାଇ ବହୁଳ ପରିମାଣରେ
ଆଣିବେ । ଏଥିରେ ମୋର ପୂରା ବିଶ୍ୱାସ ରହିଛି । ମୁଖ୍ୟମନ୍ତ୍ରୀଙ୍କ ଅଭିବା
ାସ ଧନ୍ୟବାଦ ଅର୍ପଣ କରିଥିଲେ ।
ମାନସ ରଞ୍ଜନ ମଙ୍ଗରାଜ
ସାଧାରଣ ସମ୍ପାଦକ (ଗଣମାଧ୍ୟମ ବ୍ୟାପାର)
ବିଜୁ ଜନତା
ରାସନକାର୍ଡ ଥିବା ସବୁ ପରିବାରକୁ ଆର୍ଥିକ ସହାୟତା, ଗ୍ରାମାଞ୍ଚଳ ପକ୍କାଘର ଯୋଜନାରେ ଘର ମରାମତି
ପାଇଁ ସହାୟତା, ଯୋଗ୍ୟ ତାଲିକାଭୁକ୍ତ ଘର ପାଇନଥିବା ପରିବାରଙ୍କୁ ସହାୟତା ଭଳି ଅଗ୍ରଣୀ ପଦକ୍ଷେପମାନ
ଜଳସେଚନ, ଶିକ୍ଷା ଭିତ୍ତିଭୂମି, ଶିଳ୍ପ, ଜନଜାତିଙ୍କ କଲ୍ୟାଣ ସବୁ କ୍ଷେତ୍ରରେ ଆଜି ଓଡିଶା ଅଗ୍ରଣୀ ରାଜ୍ୟ
ାରୀ ଆଣିଛି । ଆମେ ସମସ୍ତେ
କରିଆସିଛନ୍ତି । ବିରୋଧିଦଳଙ୍କ
ପାଖରେ କିଛି ବି ପ୍ରସଙ୍ଗ ନାହିଁ । ସେମାନେ ମିଛ ପ୍ରଚାରକୁ ଅସ୍ତ୍ର କରିବେ । ତେଣୁ ଆପଣମାନେ ସରକାରଙ୍କ
ସଫଳତାକୁ ଲୋକଙ୍କ ପାଖରେ ପହଞ୍ଚାନ୍ତୁ । ବିରୋଧିଙ୍କ ମିଛ ପ୍ରଚାରର ସଠିକ ଜବାବ ଦିଅନ୍ତୁ । ମୋର
ଅନୁରୋଧ ଆପଣମାନେ ଆମ ସରକାରଙ୍କ ସଫଳତାକୁ ଲୋକଙ୍କ ପାଖରେ ପହଞ୍ଚାଇ ବହୁଳ ପରିମାଣରେ
ଆଣିବେ । ଏଥିରେ ମୋର ପୂରା ବିଶ୍ୱାସ ରହିଛି । ମୁଖ୍ୟମନ୍ତ୍ରୀଙ୍କ ଅଭିବାଦନ ପରେ

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ବିଜିନେସ

ଭୁବନେଶ୍ୱର, ଫେବୃଆରୀ ୫: ଓଡ଼ିଶାରେ କୋଭିଡ ଯୁଦ୍ଧର ମୁକାବିଲା କରିବା କ୍ଷେତ୍ରରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଥିଲା ଯାହା ଦ୍ୱାରା କି ରାଜ୍ୟରେ କରୋନା ଜନିତ ମୃତ୍ୟୁ...

ଏନ୍ଟରଟେନମେଣ୍ଟ

ଭୁବନେଶ୍ୱର, ୧୭/୧୦: ‘ଇଣ୍ଡିଆନ୍ ଆଇଡଲ୍‌-୧୪’ରେ ଓଡ଼ିଆ ଡାକ୍ତର ରୋହନ ବିଶ୍ୱାଳ ଗୋଲ୍ଡେନ୍ ଟିକଟ ସହ ଶୋ’ରେ ଥିଏଟର ରାଉଣ୍ଡକୁ ଉନ୍ନୀତ ହୋଇଛନ୍ତି । ବର୍ତମାନ ସେ ସାରା ଓଡ଼ିଶା ତଥା ଦେଶରେ ଏକ...

ବିଜିନେସ

ଭୁବନେଶ୍ୱର, ସେପ୍ଟେମ୍ବର ୨୩ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍ଥାନୀୟ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ରେ ସ୍ୱୟଂଚାଳିତ ରୋବୋଟ ମାଧ୍ୟମରେ ସଂପୂର୍ଣ୍ଣ ଆଣ୍ଠୁ ପ୍ରତ୍ୟାରୋପଣ ଅସ୍ତ୍ରୋପଚାର...

ଓଡ଼ିଶା ନ୍ୟୁଜ

ଭୁବନେଶ୍ବର: କୁଲତା ସମାଜର ଲୋକମାନଙ୍କ ସୁବିଧା ପାଇଁ ପୁରୀରେ ଏକ ଧର୍ମଶାଳା ନିର୍ମାଣ କରିବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏକ ଏକର ଜମି ମଞ୍ଜୁର କରିଛନ୍ତି। ପୁରୀର ସୁନାମୁହିଁ ମଉଜାରେ ଏହି...