Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ଦେଶରେ ବିଜୁ ପଟ୍ଟନାୟକ ପୋଲିସ ଏକାଡେମୀ ସର୍ବଶ୍ରେଷ୍ଠ ଏକାଡେମୀ

ଭୁବନେଶ୍ୱର: ପୋଲିସଙ୍କୁ ତାଲିମ ଦେବା କ୍ଷେତ୍ରରେ ବିଜୁ ପଟ୍ଟନାୟକ ପୋଲିସ ଏକାଡେମୀ ଦେଶରେ ସର୍ବଶ୍ରେଷ୍ଠ ଏକାଡେମୀ। ୨୦୨୦-୨୧ ପାଇଁ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ବିଜୁ ପଟ୍ଟନାୟକ ପୋଲିସ ଏକାଡେମୀକୁ ଦେଶରେ ସର୍ବଶ୍ରେଷ୍ଠ ଏକାଡେମୀ ଭାବେ ବିବେଚିତ କରିଛନ୍ତି। କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଟ୍ରଫି ଦେବା ସହ ୨୦ଲକ୍ଷ ଟଙ୍କାର ପୁରସ୍କାର ରାଶି ପ୍ରଦାନ କରିଛନ୍ତି। ୨୦୧୫-୧୬, ୨୦୧୬-୧୭, ୨୦୧୭-୧୮, ୨୦୧୮-୧୯ ଏବଂ ୨୦୧୯-୨୦ ରେ ଇଷ୍ଟ ଜୋନ ପକ୍ଷରୁ ସର୍ବଶ୍ରେଷ୍ଠ ତାଲିମ ଅନୁଷ୍ଠାନ ଭାବେ ବିବେଚିତ ହୋଇଆସୁଛି।

ପୋଲିସଙ୍କୁ ତାଲିମ ଦେବା ପାଇଁ ୨୦୦୫ ମସିହାରେ ବିଜୁପଟ୍ଟନାୟକ ପୋଲିସ ଏକାଡେମୀ ପ୍ରତିଷ୍ଠା ହୋଇଥିଲା। ୬ଟି ବ୍ୟାଚ ଓପିଏସ ସି, ୨୪ବ୍ୟାଚ ରେ ୩ହାଜର୨୦୦ ସ୍ଵ ଇନ୍ସପେକ୍ଟର, ସରଜେଟ, ଡେପୁଟି ସରଦାର ଙ୍କୁ ତାଲିମ ପ୍ରଦାନ କରିସାରିଛି। ଏହା ସହିତ ଅବକାରୀ, ଜଙ୍ଗଲ, , ଜେଲ ଏବଂ କେନ୍ଦ୍ରୀୟ ଅବକାରୀ ବିଭାଗ ଅଧିକାରୀଙ୍କୁ ତାଲିମ ଦେଉଛି ବିଜୁ ପଟ୍ଟନାୟକ ପୋଲିସ ଏକାଡେମୀ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର ନାମ ପରିବର୍ତ୍ତନ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପ୍ରତିକ୍ରିୟା। ଏ ନେଇ ଗଣମାଧ୍ୟମରୁ ଜାଣିଲି। ବିଜୁ ବାବୁଙ୍କ ନାଁରେ ଯେଉଁ ଦୀର୍ଘ ଦିନରୁ ପୁରସ୍କାର ଦିଆଯାଉଛି,...

ବିଜିନେସ

ଭୁବନେଶ୍ଵର, ୧୮/୦୭/୨୦୨୪:ପୂର୍ବ ବର୍ଷ ପରି ପବିତ୍ର ରଥଯାତ୍ରାରେ ଭକ୍ତମାନଙ୍କ ସେବା କରିବାର ପରମ୍ପରାକୁ ବଜାୟ ରଖି ଅଗ୍ରଣୀ ଇସ୍ପାତ ନିର୍ମାତା ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି)ର ସାମାଜିକ ଶାଖା ଜେଏସପି ଫାଉଣ୍ଡେସନ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୯/୦୭: ଉତର ପଶ୍ଚିମ ଏବଂ ତତ୍‌ସଂଲଗ୍ନ ପଶ୍ଚିମ ମଧ୍ୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶୁକ୍ରବାର ଅବପାତରେ ପରିଣତ ହୋଇଥିବା ବେଳେ ଗୋପାଳପୁର ଠାରୁ ପୂର୍ବ ଦିଗରେ ଦକ୍ଷିଣ ଓଡ଼ିଶା ଓ...

ଅପରାଧ

କୃଷି ହିଁ ମନୁଷ୍ୟକୁ ରୋଜଗାରକ୍ଷମ କରାଇପାରିବ ଏବଂ ଜୀବିକା ପାଇଁ ଭିଟାମାଟି ଛାଡ଼ିବାକୁ ପଡ଼ିବ ନାହିଁ ବୋଲି କହିଛନ୍ତି ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକବର୍ଦ୍ଧନ ସିଂହଦେଓ । ଶିକ୍ଷା ଓ ଅନୁସନ୍ଧାନ (ସୋଆ)...