Connect with us

Hi, what are you looking for?

ଜାତୀୟ

ଦେଶରେ ବିଜେପି ୧ ନମ୍ୱର ଧନୀ ଦଳ

ନୂଆଦିଲ୍ଲୀ: ଧନୀ ତାଲିକାରେ ବିଜେପି ନମ୍ବର ୱାନ। ମୋଦିନ୍କ ରାଜତ୍ବରେ ବିଜେପି ଦିନକୁ ଦିନ ଧନୀ ହେବାକୁ ଲାଗିଛି। ସ୍ଥିତି ଏମିତି ଯେ ବିଜେପି ଦେଶର ସବୁ ରାଜନୀତିକ ଦଳକୁ ପଛରେ ପକାଇ ଧନୀ ତାଲିକାର ୧ ନମ୍ବର ସ୍ଥାନରେ ପହଞ୍ଚି ଯାଇଛି। ବିଜେପିର ସମ୍ପତ୍ତି ଠାରୁ ଅନ୍ୟ ସବୁ ରାଜନୀତିକ ଦଳଗୁଡ଼ିକ ସମ୍ପତି ବହୁତ କମ ରହିଛି।

ଦେଶର ସର୍ବପୁରାତନ ଦଳ କଂଗ୍ରେସର ଅବସ୍ଥା ଅତ୍ୟନ୍ତ ଖରାପ। କଂଗ୍ରେସ ଦଳ ଏବେ ଧନୀ ତାଲିକାର ତୃତୀୟ ସ୍ଥାନକୁ ଖସି ଯାଇଛି। ମାୟାବତୀଙ୍କ ବିଏସ୍‌ପି ତାଲିକାର ଦ୍ୱିତୀୟ ସ୍ଥାନରେ ରହିଛି। ୨୦୧୯-୨୦ ଆର୍ଥିକ ବର୍ଷରେ ବିଜେପିର ମୋଟ ସମ୍ପତ୍ତିର ମୂଲ୍ୟ ୪,୮୪୭.୭୮ କୋଟି ଟଙ୍କା ରହିଛି। ଏହା ପଛକୁ ବିଏସ୍‌ପିର ସମ୍ପତ୍ତିର ମୂଲ୍ୟ ୬୯୮.୩୩ କୋଟି  ଓ କଂଗ୍ରେସ ୫୮୮.୧୬ କୋଟି ଟଙ୍କାର ସମ୍ପତ୍ତି ସହ ତୃତୀୟ ସ୍ଥାନରେ ରହିଛି।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର ନାମ ପରିବର୍ତ୍ତନ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପ୍ରତିକ୍ରିୟା। ଏ ନେଇ ଗଣମାଧ୍ୟମରୁ ଜାଣିଲି। ବିଜୁ ବାବୁଙ୍କ ନାଁରେ ଯେଉଁ ଦୀର୍ଘ ଦିନରୁ ପୁରସ୍କାର ଦିଆଯାଉଛି,...

ବିଜିନେସ

ଭୁବନେଶ୍ଵର, ୧୮/୦୭/୨୦୨୪:ପୂର୍ବ ବର୍ଷ ପରି ପବିତ୍ର ରଥଯାତ୍ରାରେ ଭକ୍ତମାନଙ୍କ ସେବା କରିବାର ପରମ୍ପରାକୁ ବଜାୟ ରଖି ଅଗ୍ରଣୀ ଇସ୍ପାତ ନିର୍ମାତା ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି)ର ସାମାଜିକ ଶାଖା ଜେଏସପି ଫାଉଣ୍ଡେସନ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୯/୦୭: ଉତର ପଶ୍ଚିମ ଏବଂ ତତ୍‌ସଂଲଗ୍ନ ପଶ୍ଚିମ ମଧ୍ୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶୁକ୍ରବାର ଅବପାତରେ ପରିଣତ ହୋଇଥିବା ବେଳେ ଗୋପାଳପୁର ଠାରୁ ପୂର୍ବ ଦିଗରେ ଦକ୍ଷିଣ ଓଡ଼ିଶା ଓ...

ଅପରାଧ

କୃଷି ହିଁ ମନୁଷ୍ୟକୁ ରୋଜଗାରକ୍ଷମ କରାଇପାରିବ ଏବଂ ଜୀବିକା ପାଇଁ ଭିଟାମାଟି ଛାଡ଼ିବାକୁ ପଡ଼ିବ ନାହିଁ ବୋଲି କହିଛନ୍ତି ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକବର୍ଦ୍ଧନ ସିଂହଦେଓ । ଶିକ୍ଷା ଓ ଅନୁସନ୍ଧାନ (ସୋଆ)...